Thursday, November 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସେକ୍ସ ରାକେଟ୍ ଠାବ, ମାଲିକ ସମେତ ୩ ଅଟକ

by ସଞ୍ଜୟ ସ୍ୱାଇଁ
September 13, 2023
in Crime, State
ସେକ୍ସ ରାକେଟ୍ ଠାବ, ମାଲିକ ସମେତ ୩ ଅଟକ
281
VIEWS
Share on FacebookShare on Twitter

ବ୍ରହ୍ମପୁର, (ବାଘୁଆବାର୍ତ୍ତା): ବ୍ରହ୍ମପୁରରେ ପୁଣି ଠାବ ହେଲା ସେକ୍ସ ରାକେଟ୍ । ନିମଖଣ୍ଡି ପୋଲିସର ଚଢାଉ ବେଳେ ଏହି ସେକ୍ସ ରାକେଟ୍ ଠାବ ହୋଇଛି । ଘର ମାଲିକଙ୍କ ସହ ତିନି ଜଣ ଦଲାଲ ଅଟକ ଅଛନ୍ତି । ସେମାନଙ୍କ ସହିତ ୩ ଯୁବତୀ ମଧ୍ୟ ଅଟକ ରହିଥିବା ଜଣାପଡିଛି । ସୂଚନା ଅନୁସାରେ ବ୍ରହ୍ମପୁର ଶକ୍ତି ନଗର ପ୍ରଥମ ଲାଇନରେ ସେକ୍ସ ରାକେଟ୍ ଠାବ ହୋଇଛି । ଖବର ପାଇ ନିମଖଣ୍ଡି ପୋଲିସର ଚଢାଉ କରିଥିଲା। ଏହି ଘଟଣାରେ ତିନି ଜଣ ଦଲାଲଙ୍କ ସହିତ ତିନି ଯୁବତୀ ଅଟକ ରହିଛନ୍ତି । ଅଟକ ଯୁବତୀଙ୍କ ମଧ୍ୟରୁ ଜଣେ ଆନ୍ଧ୍ର ପ୍ରଦେଶ ଏବଂ ଦୁଇ ଜଣ ଯୁବତୀ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି । ତେବେ ଅଟକ ୩ ଦଲାଲ ବ୍ରହ୍ମପୁରର ବୋଲି ଜଣାପଡିଛି । ପୋଲିସ ଏ ନେଇ ଅଧିକ ଛାନଭିନ୍ ଜାରି ରଖିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!