Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଫାଷ୍ଟ ଫୁଡ ଦୋକାନୀଙ୍କୁ ଗୁଳି ମାଡ଼

by ସଞ୍ଜୟ ସ୍ୱାଇଁ
October 7, 2024
in Crime, State
ଖଲ୍ଲିକୋଟ ପରେ ପୋଲସରାରେ ରାଜନୈତିକ ହିଂସା, ଜଣଙ୍କୁ ଗୁଳିମାଡ଼
30
VIEWS
Share on FacebookShare on Twitter

ନୂଆପଡା, (ବାଘୁଆବାର୍ତ୍ତା): ରାତିରେ ବଜାରରେ ଲୋକଙ୍କ ଗହଳି ଥିଲା। ଏହି ସମୟରେ ନିଜ ଦୋକାନରେ ଫାଷ୍ଟ ଫୁଡ ବିକୁଥିଲେ ଜଣେ ଯୁବକ । ମାତ୍ର ଆଖି ପିଛୁଳାକେ ଜଣେ ଦୁର୍ବୃତ୍ତ ଆସି ତାଙ୍କୁ ଫାୟାରିଂ କରି ଫେରାର ହୋଇଗଲା। ଏପରି ଚକିତ କରିବା ପରି ଘଟଣା ଗତ ରାତିରେ ନୂଆପଡା ସିନାପାଲି କାପଶି ଛକରେ ଘଟିଛି। ଗୁଳି ମାଡ଼ର ଶିକାର ହୋଇଥିବା ଯୁବକଜଣକ ହେଲେ ନୀଳାମ୍ବର ମେହେର। ନୀଳାମ୍ବର ଗତ ରାତିରେ କାପଶି ଛକରେ ଥିବା ନିଜ ଫାଷ୍ଟ ଫୁଡ ଦୋକାନରେ ଥିଲେ। ରାତି ପ୍ରାୟ ୯ଟା ବେଳକୁ ଏକ ବାଇକ୍‌ରେ ଜଣେ ଅଜଣା ଦୁର୍ବୃତ୍ତ ଆସି ତାଙ୍କ ଉପରକୁ ଗୁଳି ଚଳାଇଥିଲେ। ଏହାଶୁଣି ସମସ୍ତେ ଦୌଡ଼ି ଆସିଥିବା ବେଳେ ଦୁର୍ବୃତ୍ତଜଣକ ଘଟଣାସ୍ଥଳରୁ ଫେରାର ହୋଇ ଯାଇଥିଲେ। ତୁରନ୍ତ ଆହତ ନୀଳାମ୍ବରଙ୍କୁ ପ୍ରଥମେ ସିନାପାଲି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ମାତ୍ର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ପରେ ଭବାନୀପାଟଣା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସ୍ଥାନାନ୍ତର କରାଯାଇଛି। ଗୁଳିଟି ଯୁବକଙ୍କ ପେଟରେ ବାଜି ବାହାରି ଯାଇଛି l ଗୁଳିମାଡ଼ର କାରଣ ଜଣାପଡ଼ିନାହିଁ। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଛାନଭିନ୍ ଚଳାଇଛି। ତେବେ ଦୁର୍ବୃତ୍ତଙ୍କ ପତ୍ତା ମିଳି ପାରି ନ ଥିବା ଜଣାଯାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!