Thursday, March 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କଟକରେ ବ୍ୟବସାୟୀଙ୍କୁ ଗୁଳିମାଡ଼

by ସଞ୍ଜୟ ସ୍ୱାଇଁ
September 9, 2021
in Crime, State
କଟକରେ ବ୍ୟବସାୟୀଙ୍କୁ ଗୁଳିମାଡ଼
92
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): କଟକରେ ଫୁଟିଲା ଗୁଳି। କଟକ ସହର ଉପକଣ୍ଠ କନ୍ଦରପୁର ଥାନା ଅଥଙ୍ଗାରେ ଘଟିଛି ଏହି ଘଟଣା। ଗୁଳିମାଡ଼ରେ ଆହତ ହୋଇଛନ୍ତି ଜଣେ ବ୍ୟବସାୟୀ। ତାଙ୍କ ନାଁ କ୍ଷୀରୋଦ ସାହୁ। ତାଙ୍କ ଜଂଘରେ ଗୁଳି ବାଜିଛି। ଚିକିତ୍ସା ପାଇଁ ତାଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। କ୍ଷୀରୋଦଙ୍କ ପତ୍ନୀଙ୍କ କହିବା ଅନୁଯାୟୀ ସେ କଟକ ମାଲଗୋଦାମକୁ ମାଲ୍ ନେବାକୁ ଆସୁଥିଲେ। ସେ ଗାଡ଼ିରେ ତାଙ୍କ ଡ୍ରାଇଭର ସହ ଆସୁଥିବା ବେଳେ ଏହି ଘଟଣା ଘଟିଥିଲା। ପୁଲିସ୍ ଠାରୁ ମିଳିଥିବା ସୂଚନା ଅନୁଯାୟୀ, କ୍ଷୀରୋଦଙ୍କ ଠାରୁ ଲକ୍ଷେ ଟଙ୍କା ଲୁଟି ନେଇଛନ୍ତି ଦୁର୍ବୃତ୍ତ। ତେବେ ସେମାନେ କେବଳ ଲୁଟ୍ କରିବା ଉଦ୍ଦେଶ୍ୟରେ ଆସିଥିଲେ ନା କିଛି ବ୍ୟବସାୟିକ ଶତ୍ରୁତା ରହିଛି, ପୁଲିସ୍ ଏବେ ସେହି ଦିଗରେ ତଦନ୍ତ କରୁଛି। ତଦନ୍ତ ପରେ ସତ୍ୟାସତ୍ୟ ଜଣାପଡ଼ିବ ବୋଲି ପୁଲିସ୍ କହିଛି। ଦୁଇ ଜଣ ଦୁର୍ବୃତ୍ତ ଗୋଟିଏ ବାଇକ୍‌ରେ ଆସି କ୍ଷୀରୋଦଙ୍କୁ ଗୁଳି କରିଥିଲେ।

ବାଲେଶ୍ୱରର ତାତି ନୟାଗଡରେ

ବାଲେଶ୍ୱରର ତାତି ନୟାଗଡରେ

August 29, 2025
ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

August 29, 2025
ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

July 12, 2025
ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

July 1, 2025
ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

July 1, 2025

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!