Saturday, September 12, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

by ସଞ୍ଜୟ ସ୍ୱାଇଁ
April 25, 2026
in State
ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା
41
VIEWS
Share on FacebookShare on Twitter

ପୁରୀ, (ବାଘୁଆବାର୍ତ୍ତା): ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ ପକ୍ଷରୁ ସ୍କିଲ୍ ଫେଷ୍ଟ୍ -୨୦୨୬ ପ୍ରତିଯୋଗିତା ପୁରୀ ଟାଉନ୍ ହଲ୍ ପରିସରରେ ଦୁଇ ଦିନିଆ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଓଡିଶାର ବିଭିନ୍ନ ସ୍ଥାନରୁ ପ୍ରତିଭା ମାନେ ଭାଗ ନେଇଛନ୍ତି। ଯୋଗ, ବକ୍ତୃତା, ରଚନା, ଚିତ୍ରକଳା,ଭଜନ ନୃତ୍ୟ, ଆଧୁନିକ ନୃତ୍ୟ, ଫ୍ୟାସନ ଶୋ ତଥା ମା ମାନଙ୍କ ର ନୃତ୍ୟ ଇତ୍ୟାଦିରେ ପ୍ରତିଯୋଗୀ ମାନେ ଅତି ଚମତ୍କାର ପ୍ରଦର୍ଶନ କରିଥିଲେ। ଏହି କାର୍ଯ୍ୟକ୍ରମରେ  ଅନୁଷ୍ଠାନର ପ୍ରତିଷ୍ଠାତା ଚନ୍ଦ୍ରଧ୍ୱଜ ସାହୁ ମଞ୍ଚ ପରିଚାଳନା କରିଥିଲେ। ଏହି କାର୍ଯ୍ୟକ୍ରମରେ ଶ୍ରୀଜଗନ୍ନାଥଙ୍କ ବରିଷ୍ଠ ସେବାୟତ ଶ୍ରୀ ଗୋପାଳ ଚନ୍ଦ୍ର ଖୁଣ୍ଟିଆ, ପୁରୀ ଅର୍ବାନ କୋଅପରେଟିଭ ବ୍ୟାଙ୍କ୍ ର ଡାଇରେକ୍ଟର ତଥା ଆଡଭୋକେଟ୍ ଡ଼ଃ ପ୍ରଧାନ୍ ଧୀରେନ୍ ରାୟ, ଆନ୍ତର୍ଜାତିକ ଯୋଗ ଗୁରୁ ଜମ୍ବେଶ୍ଵର ଖୁଣ୍ଟିଆ, ପୂର୍ବତନ ଛାତ୍ର କଂଗ୍ରେସ ସଭାପତି ନିହାର ରଞ୍ଜନ ବେହେରା, ଯୁବନେତା ତଥା ସମାଜସେବୀ ମହିମା ଜେନା, ସମାଜସେବୀ ଆଇନଜୀବି ଅନିରୁଦ୍ଧ ରାଉତ, ବିଜୁଛାତ୍ର ଜନତା ଦଳ ପୁରୀ ସଭାପତି ରାଜେଶ ରଥ, ଓଡ଼ିଶା ଜନତା ପାର୍ଟି ର ରାଜ୍ୟ ଉପସଭାପତି ତଥା ଟ୍ରଷ୍ଟ ର ଉପସଭାପତି ସଂଜୀବ କୁମାର ମହାପାତ୍ର, ବିଶିଷ୍ଟ ଶିକ୍ଷାବିତ ତଥା ଟ୍ରଷ୍ଟ ର ଉପସଭାପତି ଡଃ ନିରଞ୍ଜନ ମିଶ୍ର ଏବଂ ଅନୁଷ୍ଠାନର ଅନ୍ୟାନ୍ୟ ସଦସ୍ୟମାନେ ଉପସ୍ଥିତ ରହି କୃତି ପ୍ରତିଯୋଗୀ ମାନଙ୍କୁ ପୁରସ୍କାର ବିତରଣ କରିଥିଲେ ଶେଷର ଗ୍ରୁଭ୍ ୟାଡ୍ ର ଛାତ୍ରଛାତ୍ରୀ ମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!