ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ସଦରମହକୁମାରେ ଅବସ୍ଥିତି ଷ୍ଟେଟ ବ୍ୟାଙ୍କ ମୁଖ୍ୟ ଶାଖାକୁ ୪୮ ଘଣ୍ଟା ପର୍ଯ୍ୟନ୍ତ ସଟଡାଉନ କରାଯାଇଛି । ଜଣେ କର୍ମଚାରୀ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାରୁ ପ୍ରଶାସନ ପକ୍ଷରୁ ୪୮ ଘଣ୍ଟା ପାଇଁ ସଟଡାଉନ କରାଯାଇଛି । ଏହି ସମୟ ମଧ୍ୟରେ ବିଶୋଧନ କରାଯିବ ବୋଲି ଜଣାଯାଇଛି ।






