ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଭାପୁର ତହସିଲ କାର୍ଯ୍ୟାଳୟ ପରିସରରେ ଥିବା ଏକ କ୍ୱାଟରରୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଣୁ ତହସିଲ କାର୍ଯ୍ୟାଳୟକୁ ଆଜି ଦିନ ୨ଟାଠାରୁ ୨ ଦିନ ପାଇଁ ସଟଡାଉନ ଘୋଷଣା କରାଯାଇଛି । ତହସିଲଦାର ତୃପ୍ତି ମହାନ୍ତି ଏଭଳି ନିର୍ଦ୍ଦେଶ ଦେଇଛନ୍ତି ।