Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଶ୍ୟାମବନ୍ଧୁ ଉଚ୍ଚ ବିଦ୍ୟାଳୟ ଛାତ୍ରଙ୍କୁ ମାଡ଼ ଘଟଣା, ଶିଶୁ ଅଦାଲତରେ ୧୦ ନାବାଳକ ହାଜର

by ସଞ୍ଜୟ ସ୍ୱାଇଁ
August 3, 2024
in Crime, Nayagarh, State
କ୍ଲାସ ରୁମରୁ ଭିଡି ଆଣି ଦୁଇ ଛାତ୍ରଙ୍କୁ ନିର୍ଦ୍ଧୁମ ପିଟିଲେ ଯୁବକ, ଥାନାରେ ମାମଲା
475
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ବ୍ଲକ ଅନ୍ତର୍ଗତ ମାଛିପଡ଼ା ଶ୍ୟାମବନ୍ଧୁ ଉଚ୍ଚ ବିଦ୍ୟାଳୟରେ ସବର୍ଣ୍ଣ ଓ ଅସବର୍ଣ୍ଣ ଛାତ୍ରଛାତ୍ରୀଙ୍କ ମଧ୍ୟରେ ରହିଥିବା ବିବାଦ ଘଟଣାକୁ ନେଇ ଶୁକ୍ରବାର ବିଦ୍ୟାଳୟ ରଣକ୍ଷେତ୍ର ପାଲଟିଥିଲା । ଅସବର୍ଣ୍ଣ ଛାତ୍ରମାନେ ସଂଘବଦ୍ଧ ଭାବେ ସବର୍ଣ୍ଣ ଛାତ୍ରଙ୍କୁ ଆକ୍ରମଣ କରିଥିଲେ । ଦୁଇ ଛାତ୍ର ଗୁରୁତର ଅବସ୍ଥାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତୀ ହୋଇଥିଲେ । ଘଟଣାକୁ ନେଇ ବିଦ୍ୟାଳୟ ପ୍ରଧାନଶିକ୍ଷକ ଫକିର ପ୍ରଧାନ ଥାନାରେ ଅଭିଯୋଗ କରିଥିଲେ । ସଦରଥାନା ପୁଲିସ ଏକ ମାମଲା ରୁଜୁ କରିଥିବା ବେଳେ ଥାନା ଅଧିକାରୀ ବିଜୟା ସାହୁ ଏହାର ତଦନ୍ତ ଦାୟିତ୍ୱରେ ରହିଥିଲେ । ମାମଲାରେ ସଂଶ୍ଲିଷ୍ଟ ଉଭୟ ପକ୍ଷର ୧୦ ଜଣ ନାବାଳକଙ୍କୁ ପୁଲିସ ଆଜି ଶିଶୁ ଅଦାଲତରେ ହାଜର କରିଥିବା ଥାନା ଅଧିକାରୀ ବିଜୟା ସାହୁ ସୂଚନା ଦେଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!