Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୨୧ ଶିଶୁ ଶ୍ରମିକ ଉଦ୍ଧାର, ୩ ଦଲାଲ ଗିରଫ

by ସଞ୍ଜୟ ସ୍ୱାଇଁ
November 25, 2023
in Crime, State
୨୧ ଶିଶୁ ଶ୍ରମିକ ଉଦ୍ଧାର, ୩ ଦଲାଲ ଗିରଫ
11
VIEWS
Share on FacebookShare on Twitter

କୋରାପୁଟ, (ବାଘୁଆବାର୍ତ୍ତା): ଧାନ କାଟିବା କାର‌୍ୟ୍ୟରେ ନିୟୋଜନ ପାଇଁ ଆନ୍ଧ୍ରକୁ ଚାଲାଣ କରାଯାଉଥିଲା। ବସ୍ ଷ୍ଟାଣ୍ଡରୁ ୧୭ ନାବାଳିକା ଓ ୪ ନାବାଳକଙ୍କୁ ଉଦ୍ଧାର କରିଛି ପୁଲିସ। ଘଟଣା ଘଟିଛି କୋରାପୁଟ ଜିଲ୍ଲାରେ। ଏହି ଘଟଣାରେ ପୁଲିସ ୩ ଜଣ ଦଲାଲଙ୍କୁ ଅଟକ ରଖିଛି। ଉଦ୍ଧାର ଶିଶୁ ଶ୍ରମିକ ଘର ଦାମନଯୋଡ଼ି, କାକରିଗୁମ୍ମା ଓ ନାରାୟଣପାଟଣା ଅଞ୍ଚଳରେ ବୋଲି ଜଣାପଡ଼ିଛି। ଧାନ କାଟିବା କାର‌୍ୟ୍ୟରେ ନିୟୋଜିତ କରିବା ପାଇଁ ଦଲାଲ ନାବାଳକ ଓ ନାବାଳିକାଙ୍କୁ ମିଶାଇ ୨୧ ଜଣଙ୍କୁ ଆନ୍ଧ୍ରକୁ ଚାଲାଣ କରୁଥିଲା। ଶୁକ୍ରବାର ବିଳମ୍ବିତ ରାତି ଦାମନଯୋଡି ଛକରେ ସମସ୍ତେ ବସକୁ ଅପେକ୍ଷା କରିଥିଲେ। ପୁଲିସ ସୂଚନା ପାଇଁ ଘଟଣାସ୍ଥଳରେ ପହଞ୍ଚି ସମସ୍ତଙ୍କୁ ଉଦ୍ଧାର କରିଥିଲା। ପରେ ସେମାନଙ୍କୁ ଶିଶୁ ମଙ୍ଗଳ ସମିତିକୁ ହସ୍ତାନ୍ତର କରାଯାଇଥିଲା। ଧାନ କାଟିବା କାର‌୍ୟ୍ୟରେ ଦିନକୁ ୫୦୦ ଟଙ୍କା ମଜୁରୀ ମିଳିବ ବୋଲି ଦଲାଲ ସମସ୍ତଙ୍କୁ କହିଥିବା ଶିଶୁ ଶ୍ରମିକ ମାନେ କହିଥିବା ସୂଚନା ରହିଛି। ଆଜି ୩ ଜଣ ଦଲାଲଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯିବ ବୋଲି ସେମିଳିଗୁଡା ଥାନା ଅଧିକାରୀ ସଚିନ୍ଦ୍ର ପ୍ରଧାନ ସୂଚନା ଦେଇଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!