Wednesday, April 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜଙ୍ଗଲରେ ନିଆଁ ଲଗାଉଥିବା ଯୁବକ ଗିରଫ

by ସଞ୍ଜୟ ସ୍ୱାଇଁ
March 16, 2021
in Crime, State
ଶିମିଳିପାଳ ଜଙ୍ଗଲରେ ନିଆଁ ଲିଭାଇବା ପାଇଁ ଜଙ୍ଗଲ ବିଭାଗ ପକ୍ଷରୁ ପଦକ୍ଷେପ
287
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ବନ ବିଭାଗକୁ ଅସ୍ତବ୍ୟସ୍ତ କରି ଦେଇଥିବା ଯୁବକକୁ ଆଜି ଗିରଫ୍ କରାଯାଇଛି । ଉକ୍ତ ଯୁବକ ଜଣକ ଶିମିଳିପାଳ ଜଙ୍ଗଲର ବିଭିନ୍ନ ସ୍ଥାନରେ ନିଆଁ ଲଗାଉଥିଲା । ଯେଉଁଥି ପାଇଁ ବନ ବିଭାଗ ଠାରୁ ଆରମ୍ଭ କରି ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କ ପର୍ଯ୍ୟନ୍ତ ସମସ୍ତେ ଅସ୍ତବ୍ୟସ୍ତ ହୋଇଥିଲେ । ବନ ବିଭାଗର ଅକ୍ଳାନ୍ତ ପରିଶ୍ରମ ଓ ରାଜ୍ୟ ସରକାର ଓଡ୍ରାଫ ଟିମ ନିୟୋଜନ କରିବା ପରେ ଶିମିଳିପାଳରୁ ନିଆଁ ଲିଭିଥିଲା । ଏହାକୁ ନେଇ ବନବିଭାଗ ତଦନ୍ତ ଆରମ୍ଭ କରିଥିଲା । ଯାହାଫଳରେ ଆଜି ଶିମିଳିପାଳରେ ନିଆଁ ଲଗାଇଥିବା ଯୁବକକୁ ଗିରଫ୍ କରିଛି ବନ ବିଭାଗ । ଉକ୍ତ ଅଭିଯୁକ୍ତ ଜଣକ ମୟୂରଭଞ୍ଜ ଶିମିଳିପାଣ ନିକଟସ୍ଥ ବଡ଼ଝାଡ଼ ଗାଁର ମାନସ ସିଂଙ୍କୁ ଗିରଫ କରାଯାଇଥିବା ସୂଚନା ମିଳିଛି । ସେପଟେ ଶିମିଳିପାଳ ନିଆଁକୁ ନେଇ କେନ୍ଦ୍ରୀୟ ଦଳ କ୍ଷେତ୍ର ପରିଦର୍ଶନ କରି ରାଜ୍ୟ ସରକାରଙ୍କ ସହିତ ଆଲୋଚନା କରି ନିଆଁ ଲିଭାଇବା ସଂପର୍କରେ ପରାମର୍ଶ ଦେଇଛନ୍ତି ବୋଲି ଟାସ୍କଫୋର୍ସ ମୁଖ୍ୟଙ୍କ ପକ୍ଷରୁ ପ୍ରେସ ରିଲିଜରେ ମାଧ୍ୟମରେ ଜଣାଇଛନ୍ତି ।

ମୁଖ୍ୟମନ୍ତ୍ରୀ କନ୍ୟାଦାନ ଯୋଜନା:୨୧ରେ ଯୋଡ଼ା ହେଲେ ୨୨ଯୋଡ଼ା ନବ ଦମ୍ପତ୍ତି

ମୁଖ୍ୟମନ୍ତ୍ରୀ କନ୍ୟାଦାନ ଯୋଜନା:୨୧ରେ ଯୋଡ଼ା ହେଲେ ୨୨ଯୋଡ଼ା ନବ ଦମ୍ପତ୍ତି

April 22, 2026
ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!