Tuesday, September 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗାୟୀକା ମଧୁ ପ୍ରିୟାଙ୍କୁ ବ୍ଲାଙ୍କ୍ କଲ୍

by ସଞ୍ଜୟ ସ୍ୱାଇଁ
May 24, 2021
in Entertainment, State
ଗାୟୀକା ମଧୁ ପ୍ରିୟାଙ୍କୁ ବ୍ଲାଙ୍କ୍ କଲ୍
244
VIEWS
Share on FacebookShare on Twitter

ନୂଆଦିଲ୍ଲୀ, (ବାଘୁଆବାର୍ତ୍ତା): ବାରମ୍ବାର ବ୍ଲାଙ୍କ କଲ୍ ଆସୁଥିବାରୁ ହାରାସମେଣ୍ଟ ହୋଇ ଥାନାର ଦ୍ୱାରସ୍ଥ ହୋଇଛନ୍ତି ଗାୟୀକା ମଧୁପ୍ରିୟା । ସୂଚନାନୁସାରେ, ତେଲୁଗୁ ଗାୟୀକା ମଧୁ ପ୍ରିୟା ଆଜିକାଲି ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ମଧୁପ୍ରିୟାଙ୍କ ଫୋନକୁ କ୍ରମାଗତ ଭାବରେ ବ୍ଲାଙ୍କ କଲ ଆସିବା ସହ ତାଙ୍କୁ ସୋସିଆଲ ମିଡ଼ିଆରେ ବିଭିନ୍ନ ଲୋକମାନେ ଖରାପ ତଥା ଆଶାଳୀନ କମେଣ୍ଟ ଦେଉଛନ୍ତି । ଏନେଇ ଗାୟୀକା ମଧୁ ପ୍ରିୟା ହାଇଦ୍ରାବାଦ ପୁଲିସ ନିକଟରେ ହାରାସମେଣ୍ଟ ହୋଇଥିବା ନେଇ ଅଭିଯୋଗ କରିଛନ୍ତି । ପୁଲିସ୍ ଏନେଇ ଥାନାରେ ମାମଲା ଋଜୁ କରି ତଦନ୍ତ ଆରମ୍ଭ କରିଛି । ମଧୁପ୍ରିୟା ତାଙ୍କ ଲୋକଗୀତ ‘ ଅଦପିଲନମା ନେନୁ ଅଦପିଲନାନି’ ରୁ ଫେମସ୍ ହୋଇଥିଲେ । ସେ ରିଆଲିଟି ସୋ ‘ବିଗ୍ ବସ୍’ ସିଜିନ୍ ୧ରେ ପ୍ରତିଯୋଗୀ ହୋଇଥିଲେ ଏବଂ ସମସ୍ତଙ୍କ ମନକୁ ଛୁଇଁ ପାରିଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!