Wednesday, June 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭୋଗରାଇରେ ସିରିଜ ଲୁଟ୍

by ସଞ୍ଜୟ ସ୍ୱାଇଁ
May 15, 2025
in Crime, State
ଭୋଗରାଇରେ ସିରିଜ ଲୁଟ୍
14
VIEWS
Share on FacebookShare on Twitter

ବାଲେଶ୍ଵର, (ବାଘୁଆବାର୍ତ୍ତା): ବାଲେଶ୍ଵର ଜିଲ୍ଲା ଭୋଗରାଇ ବ୍ଳକ୍ ବେଣୁଦା ଜଗନ୍ନାଥ ମନ୍ଦିରରୁ ଲୁଟ । ବିଳମ୍ବିତ ରାତିରେ ମନ୍ଦିରରୁ ଲୁଟ ହେଇଛି। ମନ୍ଦିରର ମୁଖ୍ୟ ଗେଟ୍ ତାଲା କାଟି ସୁନା ଅଳଙ୍କାର, ଦାନ ହୁଣ୍ଡି, ମାଇକ୍ ସେଟ୍, ଇନଭେଟର ନେଇ ଯାଇଛନ୍ତି ଚୋରମାନେ। କମର୍ଦ୍ଦା ପୋଲିସକୁ ଗାଁ ଲୋକେ ଖବର ଦେଇଛନ୍ତି। ଲୋକଙ୍କ ଅଭିଯୋଗ ଏହି ଅଞ୍ଚଳରେ ଚୋର ଡକାୟତ ଆତଙ୍କ ଖେଳାଇଥିଲେ ମଧ୍ୟ ପୋଲିସ ସେମାନଙ୍କୁ ଧରି ପାରିନି। ଏହି ମନ୍ଦିରରୁ ଦୁଇ ବର୍ଷ ଭିତରେ ତିନି ଥର ଚୋରି ହେଲାଣି। ସେହିପରି ଭୋଗରାଇ ଥାନା ଝକଝକିରେ ଥିବା ସିତଳା ମନ୍ଦିର ଓ କାଳି ମନ୍ଦିରରୁ ମଧ୍ୟ ଚୋରି ହୋଇଥିବାର ଜଣାପଡ଼ିଛି। ଦୁର୍ବୃତ୍ତମାନେ ଅଳଙ୍କାର ଓ ଦାନ ହୁଣ୍ଡି ନେଇ ଯାଇଛନ୍ତି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!