Thursday, September 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭାଇ ଭଉଣୀ ସଂପର୍କରେ ରକ୍ତର ଛିଟା

by ସଞ୍ଜୟ ସ୍ୱାଇଁ
January 16, 2025
in Crime, State
ଭାଇ ଭଉଣୀ ସଂପର୍କରେ ରକ୍ତର ଛିଟା
41
VIEWS
Share on FacebookShare on Twitter

ଗଞ୍ଜାମ, (ବାଘୁଆବାର୍ତ୍ତା): ଭାଇ ଭଉଣୀ ସଂପର୍କରେ ରକ୍ତର ଛିଟା । ଗଞ୍ଜାମ ଜିଲ୍ଲା ଆସିକା ଥାନା ରାଇପୋଲି ଗାଁରେ ସାନ ଭଉଣୀକୁ ହତ୍ୟା କଲା ଭାଇ । ନିଜ ସାନ ଭଉଣୀକୁ ଶିଳପୁଆରେ ଛେଚିବା ସହିତ ଛୁରୀ ଭୁସି ନିର୍ମମ ଭାବେ ହତ୍ୟା । ଆଜି ଭୋର ସମୟରେ ଗାଁର ଶତ୍ରୁଘ୍ନ ପାତ୍ରଙ୍କ ୪୫ ବର୍ଷୀୟ ପୁଅ ବାବାଜୀ ପାତ୍ର ନିଜ ବିବାହିତା ଭଉଣୀ ଲକ୍ଷ୍ମୀ ମହାନ୍ତିକୁ ହତ୍ୟା କରିଥିବା ଅଭିଯୋଗ ହୋଇଛି । ପାରିବାରିକ କଳହକୁ କେନ୍ଦ୍ରକରି ଏହି ହତ୍ୟାକାଣ୍ଡ ଘଟିଛି । ହତ୍ୟାକାଣ୍ଡ ପରେ ଘଟଣାସ୍ଥଳରୁ ଅଭିଯୁକ୍ତ ଭାଇ ବାବାଜୀ ପାତ୍ର ଫେରାର୍ ହୋଇଯାଇଛି । ମୃତ ମହିଳା ଜଣଙ୍କ ହେଲେ ଲକ୍ଷ୍ମୀ ମହାନ୍ତି l ଘର ଭିତରେ ଲକ୍ଷ୍ମୀଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ଜବତ କରି ପୋଲିସର ତଦନ୍ତ ଜାରି ରହିଛି । ଶିଳପୁଆରେ ଛେଚିବା ସହିତ ଛୁରୀ ଭୁସି ନିର୍ମମଭାବେ ହତ୍ୟା କରିଛି ବଡ଼ ଭାଇ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!