Sunday, October 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଶିକ୍ଷାନୁଷ୍ଠାନରେ ଶିଶୁ ଦିବସ ପାଳିତ

by ସଞ୍ଜୟ ସ୍ୱାଇଁ
November 14, 2019
in Nayagarh, State

Notice: Trying to access array offset on value of type bool in /home/thecvdsw/baghuabarta.com/wp-content/themes/jnews/class/Single/SinglePost.php on line 1000
67
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ପବିତ୍ର ଶିଶୁ ଦିବସ ଉପଲକ୍ଷେ ନୟାଗôଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଶିଶୁ ଦିବସ ପାଳନ କରାଯାଇଛି । ନୟାଗଡ଼ ଡିଏଭି ପବ୍ଲିକ ସ୍କୁଲ, ମହର୍ଷୀ ବିଦ୍ୟା ମନ୍ଦିର, ରାମକୃଷ୍ଣ ଆଦର୍ଶ ଶିକ୍ଷା କେନ୍ଦ୍ର, ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦରିର, ୟୁନିଟେକ୍ ପବ୍ଲିକ ସ୍କୁଲ ସମେତ ଅନେକ ଶିକ୍ଷାନୁଷ୍ଠାନରେ ଶିଶୁ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଇଟାମାଟି ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରାଙ୍ଗଣରେ ଭିନ୍ନ ଭାବେ ଦିବସ ପାଳିତ ହୋଇଛି । ଆଜିର ଦିନରେ ଅବସର ପ୍ରାପ୍ତ ଶିକ୍ଷକମାନେ ଛୋଟଛୋଟ ପିଲାମାନଙ୍କ ଗହଣକୁ ଆସି ଶିଶୁ ଦିବସ ପାଳନ କରିଛନ୍ତି । ଇଟାମାଟି ପଂଚାୟତ ଆନୁକୂଲ୍ୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସରପଂଚ ସୋନାଲିକା ମନ୍ଥନ ଯୋଗ ଦେଇଛନ୍ତି ।

ଏହି ଅବସରରେ ଡିଏଭି ପବ୍ଲିକ ସ୍କୁଲରେ ଜିଲ୍ଲା ଶିକ୍ଷା ଅଧିକାରୀ ଶିବ ଶଙ୍କର ପ୍ରଧାନ ଅତିଥି ଭାବେ ଯୋଗଦେଇ ଶିଶୁମାନଙ୍କ ସହ ସମୟ କଟାଇଛନ୍ତି । ବିଭିନ୍ନ ଅନୁଷ୍ଠାନରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରକାଶ ଥାଉ କି, ଭାରତ ବର୍ଷର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହାରଲାଲ ନେହୁରୁଙ୍କ ଜନ୍ମ ଦିବସକୁ ସାରା ଦେଶରେ ଶିଶୁ ଦିବସ ଋପେ ପାଳନ କରାଯାଇଥାଏ । ଏହି ମହାନ ଆତ୍ମଙ୍କର ଆଜି ହେଉଛି ୧୩୦ ତମ ପୂଣ୍ୟ ଜୟନ୍ତି । ଶିଶୁ ମାନଙ୍କର ସୁରକ୍ଷା ଓ ସମୃଦ୍ଧି ପ୍ରତି ଯତ୍ନବାନ ଥିବା ନେହୁରୁ ରାଷ୍ଟ୍ରିୟ ସଚେତନତା ବୃଦ୍ଧି ପାଇଁ ନିଜ ଜନ୍ମ ଦିବସକୁ ଶିଶୁ ଦିବସ ଋପେ ନାମିତ କରିଛନ୍ତି ।

http://baghuabarta.com/backup/wp-content/uploads/2019/11/WhatsApp-Video-2019-11-14-at-1.00.39-PM.mp4

Leave a Reply Cancel reply

Your email address will not be published. Required fields are marked *

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!