Sunday, August 30, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଇବନଦି କୁଳରେ ଯୁବକଙ୍କ ହତ୍ୟା ଘଟଣା: ୬ଜଣ ଅଭିଯୁକ୍ତ ଗିରଫ

by ସଞ୍ଜୟ ସ୍ୱାଇଁ
March 14, 2021
in Crime, State
ଇବନଦି କୁଳରେ ଯୁବକଙ୍କ ହତ୍ୟା ଘଟଣା: ୬ଜଣ ଅଭିଯୁକ୍ତ ଗିରଫ
366
VIEWS
Share on FacebookShare on Twitter

ସୁନ୍ଦରଗଡ଼,(ବାଘୁଆବାର୍ତ୍ତା): ଇବ୍ ନଦୀ କୁଳରେ ଯୁବକଙ୍କ ହତ୍ୟା ଘଟଣାରେ ସୁନ୍ଦରଗଡ଼ ପୁଲିସ ୬ଜଣ ଅଭିଯୁକ୍ତଙ୍କୁ ଗିରଫ କରିଥିବା ବେଳେ ବ୍ୟବହୃତ ହୋଇଥିବା ଅସ୍ତ୍ରଶସ୍ତ୍ର ଜବତ କରିଛି । ସୂଚନାନୁସାରେ, ରାଉଲକେଲା ଇବ୍ ନଦୀକୁଳରେ ଜଣେ ଯୁବକଙ୍କୁ ଦୃର୍ବୁତ୍ତମାନେ ହତ୍ୟାକରି ନଦୀକୁ ଫିଙ୍ଗିଦେଇଥିଲେ । ସୁନ୍ଦରଗଡ଼ ସଦର ପୁଲିସ ଏହାର ତଦନ୍ତ କରି ୬ଜଣ ଯୁବକଙ୍କୁ ଗିରଫ କରିଥିବା ବେଳେ ହତ୍ୟାରେ ବ୍ୟବହୃତ ହୋଇଥିବା ଟାଙ୍ଗିଆ ଓ ବ୍ଲଡ୍ ଜବତ କରିଛି । ତେବେ ସାମାନ୍ୟ ବଚସାକୁ ନେଇ ଏଭଳି ଜଘନ୍ୟ ହତ୍ୟାକାଣ୍ଡ ଘଟିଥିଲା ବୋଲି ସୁନ୍ଦରଗଡ଼ ଏସପି ସାଗରିକା ନାଥ ସୂଚନା ଦେଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!