Monday, April 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗ୍ୟାସ୍ ଟାଙ୍କି ଲିକ୍ ହୋଇ ଅଗ୍ନିକାଣ୍ଡ, ଜଳିଗଲା ୬ ବଖରା ଘର

by ସଞ୍ଜୟ ସ୍ୱାଇଁ
May 25, 2025
in State
ଗ୍ୟାସ୍ ଟାଙ୍କି ଲିକ୍ ହୋଇ ଅଗ୍ନିକାଣ୍ଡ, ଜଳିଗଲା ୬ ବଖରା ଘର
38
VIEWS
Share on FacebookShare on Twitter

ଭଦ୍ରକ, (ବାଘୁଆବାର୍ତ୍ତା): ଭଦ୍ରକରେ ଭୟାବହ ଅଗ୍ନିକାଣ୍ଡ । ଜଳିଗଲା ୬ ବଖରା ଘର ସହ ଗୋଟିଏ ଗୁହାଳ ଘର, ଗୋଟିଏ ମୋଟର ସାଇକେଲ । ଏହାସହ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ି ନଷ୍ଟ ହୋଇଯାଇଛି । ସୂଚନାଯୋଗ୍ୟ ଯେ, ଭଦ୍ରକ ଜିଲ୍ଲା ବନ୍ତ ବ୍ଲକ ଓଡ଼ଙ୍ଗ ପଞ୍ଚାୟତ ସରମରା ଗ୍ରାମର ସାହୁସାହିରେ ଶନିବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଓଡ଼ଙ୍ଗ ପଞ୍ଚାୟତ ସରମରା ଗ୍ରାମରେ ସାହୁସାହିରେ ବିଳମ୍ବିତ ରାତିରେ ହଠାତ ଗ୍ୟାସ୍ ଟାଙ୍କିରୁ ଗ୍ୟାସ୍ ଲିକ୍ ହୋଇଥିଲା । ଘରେ ଲୋକମାନେ ଥିବା ବେଳେ ଘର ହୁତୁ ହୁତୁ ହୋଇ ଜଳି ଉଠିଥିଲା । ଫଳରେ ୬ ବଖରା ଘର ଜଳି ଉଠିଥିଲା । ନିଆଁର ପ୍ରକୋପ ଏତେ ପ୍ରଖର ଥିଲା ଯେ ଘରେ ଥିବା ସମସ୍ତ ଆସବାବପତ୍ର, ଘରକରଣା ଜିନିଷ, ଗୋଟିଏ ମୋଟର ସାଇକେଲ ଓ ପୋଷାକ ପତ୍ର ପୋଡି ନଷ୍ଟ ହୋଇଯାଇଛି । ଖବର ପାଇ ଆଗରପଡା ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ହେଲେ ସେତେବେଳେକୁ ସବୁ ପୋଡି ପାଉଁଶ ହୋଇସାରିଥିଲା ।

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

April 25, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

April 25, 2026
ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ  ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

April 25, 2026
ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

April 25, 2026
ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

April 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!