Wednesday, July 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପଦ୍ମଶ୍ରୀଙ୍କ ଘରୁ ୮ ଫୁଟର ଲମ୍ବର ଅଜଗର ଉଦ୍ଧାର

by Anil Panda
August 25, 2020
in Nayagarh
ପଦ୍ମଶ୍ରୀଙ୍କ ଘରୁ ୮ ଫୁଟର ଲମ୍ବର ଅଜଗର ଉଦ୍ଧାର
1.9k
VIEWS
Share on FacebookShare on Twitter

ଓଡ଼ଗାଁ, (ବାଘୁଆବାର୍ତ୍ତା) : ଓଡ଼ଗାଁ ବ୍ଲକ ରୋହିବାଙ୍କ ପଂଚାୟତ ଅନ୍ତର୍ଗତ ‘ସମ୍ଭବ’ ଅନୁଷ୍ଠାନ ମଧ୍ୟରେ ଥିବା ପଦ୍ମଶ୍ରୀ ସାବରମତିଙ୍କ ବସାଘର ବାରଣ୍ଡାରେ ଆଜି ସକାଳ ୬ଟା ସମୟରେ ଗ୍ରୀଲରେ ଗୁଡ଼ାଇ ହୋଇ ରହିଥିବା ଏକ ଅଜଗର ଦେଖିବାକୁ ମିଳିଥିଲା । ବସାଘର ବାରଣ୍ଡାରେ ଏତେ ବଡ଼ ସାପକୁ ଦେଖି ସମସ୍ତେ ଭୟଭିତ ହୋଇ ପଡିଥିବା ବେଳେ ଏନେଇ ଓଡ଼ଗାଁ ବନାଂଚଳ ଅଧିକାରୀଙ୍କୁ ଖବର ଦେଇଥିଲେ । ବନାଂଚଳ ଅଧିକାରୀଙ୍କ ରବିନ୍ଦ୍ର ନାଥ ପଣ୍ଡା ନିର୍ଦ୍ଦେଶରେ ସ୍ନେକ ହେଲ୍ପ ଲାଇନ ସଦଶ୍ୟ ଶୁବାସିସ୍ ସାମନ୍ତରା, ଜଗନ୍ନାଥ ସାହୁ ଏବଂ ଦର୍ଶନ ପାଢ଼ୀ ତୁରନ୍ତ ସେଠାରେ ପହଁଚି ସାପଟିକୁ ଉଦ୍ଧାର କରିଥିଲେ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!