Sunday, October 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସମାଜସେବୀ ଲକ୍ଷ୍ମଣ ମଲ୍ଲଙ୍କ ପରଲୋକ

by ସଞ୍ଜୟ ସ୍ୱାଇଁ
December 29, 2023
in Breaking, Nayagarh
ସମାଜସେବୀ ଲକ୍ଷ୍ମଣ ମଲ୍ଲଙ୍କ ପରଲୋକ
811
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ସହରର ଜଣାଶୁଣା ସମାଜସେବୀ ଲକ୍ଷ୍ମଣ ମଲ୍ଲଙ୍କ ପରଲୋକ ଘଟିଛି l ସେ କିଛି ଦିନ ହେଲା ସ୍ୱାସ୍ଥ୍ୟବସ୍ଥା ଖରାପ ଥିବା ଯୋଗୁଁ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହୋଇ ଆଜି ଘରକୁ ଫେରିଥିଲେ l ଆଜି ରାତି ପ୍ରାୟ ସାଢ଼େ 10ଟା ସମୟରେ ପରଲୋକ ଘଟିଛି l ନୟାଗଡ଼ ସହରର ବିଭିନ୍ନ ସଭା ସମିତିରେ ଖୋଜା ପଡନ୍ତି ଲକ୍ଷ୍ମଣ ମଲ୍ଲ l ସେ ଜଣେ ବନ୍ଧୁ ବତ୍ସଳ, ପରୋପକାରୀ ବ୍ୟକ୍ତି ଥିଲେ ଏବଂ ସମସ୍ତଙ୍କ ମନରେ ମଲ୍ଲ ବାବୁ ଭାବେ ଏକ ସ୍ଥାନ ଅକ୍ତିଆର କରିଥିଲେ l ମଲ୍ଲ ବାବୁ ପରଲୋକ ଖବର ପାଇ ନୟାଗଡ଼ ବିଧାୟକ ଡ଼ ଅରୁଣ କୁମାର ସାହୁ ଲକ୍ଷ୍ମଣ ମଲ୍ଲଙ୍କ ବାସଭବନରେ ପହଞ୍ଚି ଶୋକ ପ୍ରକାଶ କରିବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରିଛନ୍ତି l ନୟାଗଡ଼ ପୌରପରିଷଦ 12ନମ୍ବର ୱାର୍ଡର କାଉନସିଲର ଅଳକା ମଞ୍ଜରୀ ନାୟକଙ୍କ ଶଶୁର l ମଲ୍ଲ ବାବୁ ପରଲୋକ ସମୟରେ ପାଖରେ ସ୍ତ୍ରୀ, ପୁଅ ବୋହୂ, ନାତୁଣୀ ଉପସ୍ଥିତ ଥିଲେ l ମଲ୍ଲ ବାବୁଙ୍କ ପରଲୋକ ଖବର ଶୁଣିବା ସ୍ଥାନୀୟ ଅଞ୍ଚଳରେ ଶୋକ ଛାୟା ଖେଳିଯାଇଛି l

 

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!