Thursday, June 19, 2025
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜମ୍ମୁ କାଶ୍ମୀର କିସ୍ତୱାଡରେ ସେନାର ଏନକାଉଣ୍ଟର

by ସଞ୍ଜୟ ସ୍ୱାଇଁ
May 23, 2025
in NATIONAL NEWS
ଜମ୍ମୁ କାଶ୍ମୀର କିସ୍ତୱାଡରେ ସେନାର ଏନକାଉଣ୍ଟର
62
VIEWS
Share on FacebookShare on Twitter

ନୂଆଦିଲ୍ଲୀ, (ବାଘୁଆବାର୍ତ୍ତା): ନନ୍ଦିଘୋଷ ବ୍ୟୁରୋ: ଜମ୍ମୁ-କାଶ୍ମୀର କିସ୍ତୱାଡରେ ସେନାର ଏନକାଉଣ୍ଟର। ୪ ଜଣ ଆତଙ୍କୀ ଲୁଚିଥିବା ସନ୍ଦେହରେ ଚାଲିଛି ସର୍ଚ୍ଚ ଅପରେସନ। ଆତଙ୍କୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଜୋରଦାର ଗୁଳିବିନିମୟ ହୋଇଛି। ଏନକାଉଣ୍ଟରସ୍ଥଳ ପରିଦର୍ଶନ କରି ସ୍ଥିତିର ସମୀକ୍ଷା କରିଛନ୍ତି ଜାମ୍ମୁ କାଶ୍ମୀର ଡିଜିପି। ଆତଙ୍କୀଙ୍କୁ ନିପାତ କରିବାକୁ ମିଳିତ ଯବାନଙ୍କ ପକ୍ଷରୁ ଚାଲିଛି ସର୍ଚ୍ଚ ଅପରେସନ। ଏଥିରେ ସେନାର ଯବାନଙ୍କ ସମେତ ସିଆରପିଏଫ ଓ ଏସଓଜିର ଯବାନ ସାମିଲ ହୋଇଛନ୍ତି। ସିଂହପୋରା-ଚାଟରୁ ଅଞ୍ଚଳ ପରିଦର୍ଶନ କରିଛନ୍ତି ଡିଜିପି। ଏଠାରେ ବଡ଼ ଆତଙ୍କବାଦ ବିରୋଧୀ ଅଭିଯାନ ଚାଲିଛି। ଆତଙ୍କୀ ଏହି ଅଂଚଳରେ ଲୁଚି ରହିଥିବା ସନ୍ଦେହ କରାଯାଉଛି। ଆତଙ୍କବାଦୀମାନଙ୍କୁ ବାହାର କରିବା ପାଇଁ ଏକ ବଡ଼ କମ୍ବିଂ ଅପରେସନ୍ ଆରମ୍ଭ କରାଯାଇଛି। ଅପରେସନରେ ଜାମ୍ମୁ କାଶ୍ମୀର ପୋଲିସ ମଧ୍ୟ ସାମିଲ ହୋଇଛି।

ଜିଲ୍ଲା ଉନ୍ନୟନ ସମନ୍ୱୟ ଏବଂ ପର୍ଯ୍ୟାଲୋଚନା କମିଟି ବୈଠକ

ଜିଲ୍ଲା ଉନ୍ନୟନ ସମନ୍ୱୟ ଏବଂ ପର୍ଯ୍ୟାଲୋଚନା କମିଟି ବୈଠକ

June 19, 2025
ଘୁଞ୍ଚିଲା ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

ଘୁଞ୍ଚିଲା ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

June 16, 2025
ହତ୍ୟା ଘଟଣା, ବାପା ଓ ପୁଅ ସମେତ ୪ ଗିରଫ

ହତ୍ୟା ଘଟଣା, ବାପା ଓ ପୁଅ ସମେତ ୪ ଗିରଫ

June 16, 2025
କଳା ବ୍ୟାଚ୍ ପିନ୍ଧିଲେ ବନ କର୍ମଚାରୀ

କଳା ବ୍ୟାଚ୍ ପିନ୍ଧିଲେ ବନ କର୍ମଚାରୀ

June 16, 2025
ସାଇ ସମିତି ପକ୍ଷରୁ ରଜ ଉତ୍ସବ ପାଳନ

ସାଇ ସମିତି ପକ୍ଷରୁ ରଜ ଉତ୍ସବ ପାଳନ

June 16, 2025

© 2025 Baghuabarta. Designed & Developed by WHI Digital Pvt. Ltd.

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!