Thursday, April 30, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାର୍ହା ଆକ୍ରମଣରେ ମାଆ ଓ ପୁଅ ଗୁରୁତର

by ସଞ୍ଜୟ ସ୍ୱାଇଁ
May 21, 2025
in State
ବାର୍ହା ଆକ୍ରମଣରେ ମାଆ ଓ ପୁଅ ଗୁରୁତର
35
VIEWS
Share on FacebookShare on Twitter

ଝାରସୁଗୁଡା, (ବାଘୁଆବାର୍ତ୍ତା): ଘର ପଛପଟ ବଗିଚାକୁ ଯାଇଥିବା ବେଳେ ଆକ୍ରମଣ କଲା ବାର୍ହା । ଜଙ୍ଗଲୀ ଜନ୍ତୁ ଆକ୍ରମଣରେ ମାଆ ଓ ପୁଅ ଆହତ । ଗୁରୁତର ଅବସ୍ଥାରେ ଉଭୟଙ୍କୁ ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଝାରସୁଗୁଡ଼ା ଜିଲ୍ଲା ବଡ଼ମାଲ ଥାନା ଅନ୍ତର୍ଗତ ସାପଡ଼ାରେ ଏଭଳି ଘଟଣା ଘଟିଛି । ସୂଚନା ମୁତାବକ, ବଡ଼ମାଲ ଥାନା ଅନ୍ତର୍ଗତ ସାପଡ଼ାରେ ଦୀପାଳି ବରିହା ଓ ତାଙ୍କ ପୁଅ ରୁହନ୍ତି । ବୁଧବାର ସକାଳ ୭ଟା ୩୦ରେ ଦୀପାଳି ଘର ପଛପଟ ବଗିଚାକୁ ଯାଇଥିଲେ । ଏହି ସମୟରେ ଏକ ବାର୍ହା ତାଙ୍କୁ ଆକ୍ରମଣ କରିଥିଲା । ଚିତ୍କାର ଶୁଣି ପୁଅ ବିରଞ୍ଚି ବରିହା ମାଆଙ୍କୁ ବଞ୍ଚାଇବାକୁ ପ୍ରୟାସ କରିଥିଲେ । ହେଲେ ବାର୍ହାଟି ତାଙ୍କୁ ମଧ୍ୟ ଆକ୍ରମଣ କରିଥିଲା । ଫଳରେ ଉଭୟ ମାଆ ଓ ପୁଅ ବାର୍ହା ଆକ୍ରମଣର ଶିକାର ହୋଇ ଗୁରୁତର ହୋଇଥିଲେ । ସ୍ଥାନୀୟଲୋକେ ତାଙ୍କୁ ଉଦ୍ଧାର କରି ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି ।

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୯ତମ ଜୟନ୍ତି ସମାରୋହ:ଏ ଜାତିର କର୍ଣ୍ଣଧାର ଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୯ତମ ଜୟନ୍ତି ସମାରୋହ:ଏ ଜାତିର କର୍ଣ୍ଣଧାର ଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ

April 29, 2026
ଉତ୍କଳ ସାମ୍ବାଦିକ ସଂଘ:ସାମ୍ବାଦିକ ମାନଙ୍କ ୫ଦଫା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର

ଉତ୍କଳ ସାମ୍ବାଦିକ ସଂଘ:ସାମ୍ବାଦିକ ମାନଙ୍କ ୫ଦଫା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର

April 29, 2026
ବୟସ୍କ ବ୍ୟକ୍ତିଙ୍କୁ ଧକ୍କା ଦେଲା ପୋଲିସ ଗାଡ଼ି:ବୟସ୍କ ବ୍ୟକ୍ତି ମୃତ

ବୟସ୍କ ବ୍ୟକ୍ତିଙ୍କୁ ଧକ୍କା ଦେଲା ପୋଲିସ ଗାଡ଼ି:ବୟସ୍କ ବ୍ୟକ୍ତି ମୃତ

April 29, 2026
ନୟାଗଡ଼ ପଞ୍ଚାୟତ ସମିତି ଦ୍ବାଦଶ ସାଧାରଣ ବୈଠକ ଅନୁଷ୍ଠିତ: ଗୁରୁତ୍ୱପୂର୍ଣ୍ଣ ବିଭାଗର କର୍ମଚାରୀ ଅନୁପସ୍ଥିତକୁ ନେଇ ଗୃହରେ ଉଦବେଗ

ନୟାଗଡ଼ ପଞ୍ଚାୟତ ସମିତି ଦ୍ବାଦଶ ସାଧାରଣ ବୈଠକ ଅନୁଷ୍ଠିତ: ଗୁରୁତ୍ୱପୂର୍ଣ୍ଣ ବିଭାଗର କର୍ମଚାରୀ ଅନୁପସ୍ଥିତକୁ ନେଇ ଗୃହରେ ଉଦବେଗ

April 29, 2026
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା

April 28, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!