Friday, September 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୁଅର ମାଡ଼ରେ ମାର ମୃତ୍ୟୁ

by ସଞ୍ଜୟ ସ୍ୱାଇଁ
May 26, 2025
in Crime, State
ପୁଅର ମାଡ଼ରେ ମାର ମୃତ୍ୟୁ
25
VIEWS
Share on FacebookShare on Twitter

ଅନୁଗୋଳ, (ବାଘୁଆବାର୍ତ୍ତା): ଅନୁଗୋଳ ଜିଲ୍ଲା ଜରପଡା ଥାନା ପରା ଗାଁରେ ଅଭାବନୀୟ ଘଟଣା । ପୁଅର ମାଡ଼ରେ ମାର ମୃତ୍ୟୁ ହୋଇଛି । ମୃତ ମହିଳା ହେଲେ ପରା ଗାଁର ଶାନ୍ତିଲତା ପେଣ୍ଠୁଈ । ଜରପଡା ଥାନା ପରା ଗାଁର ମୁଣ୍ଡିଆ ସାହିରେ ବିଳମ୍ବିତ ରାତିରେ କୌଣସି କାରଣକୁ ନେଇ ମାଆ ଓ ସାନ ପୁଅ ରଥି ମଧ୍ୟରେ ବଚସା ହୋଇଥିଲା । ଏଥିରେ ଉତକ୍ଷିପ୍ତ ହୋଇ ସାନ ପୁଅ ଏକ ବାଡ଼ିରେ ମାକୁ ପିଟି ଥିଲା । ପୁଅର ମାଡ଼ରେ ମାର ମୁଣ୍ଡ ଫାଟି ଯିବା ସହିତ ବେହୋସ ହୋଇ ପଡି ଯାଇଥିଲେ । ରକ୍ତ ଜୁଡୁବୁଡୁ ଅବସ୍ଥାରେ ତାଙ୍କୁ ଅନୁଗୋଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି । ଖବର ପାଇ ପୋଲିସ ପହଞ୍ଚି ମୃତଦେହ ଜବତ କରିବା ସହ ଘଟଣାର ତଦନ୍ତ ଚଳାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!