Friday, June 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବ୍ଲକ୍ ସମ୍ମୁଖରେ ୱାର୍ଡ ମେମ୍ବରଙ୍କ ଆତ୍ମହତ୍ୟା ଉଦ୍ୟମ

by ସଞ୍ଜୟ ସ୍ୱାଇଁ
April 29, 2021
in Feature News, State
ବ୍ଲକ୍ ସମ୍ମୁଖରେ ୱାର୍ଡ ମେମ୍ବରଙ୍କ ଆତ୍ମହତ୍ୟା ଉଦ୍ୟମ
329
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନିଜ ୱାର୍ଡ କରିଥିବା ଉନ୍ନୟନ ମୁଳକ କାର୍ଯ୍ୟର ବିଲ୍ କରୁନଥିବାରୁ ଦେହରେ କିରୋସିନି ଢାଳି ଆତ୍ମହତ୍ୟା ଉଦ୍ୟମ କରୁଥିବା ଜଣାପଡିଛି । ସୂଚନାନୁସାରେ, ବାଲେଶ୍ୱର ଜିଲ୍ଲା ସୋର ବ୍ଲକ୍ଅନ୍ତର୍ଗତ ତେଣ୍ଟେଇ ପଞ୍ଚାୟତର ୧୧ନଂ ୱାର୍ଡର ସଭ୍ୟା ଭାନୁମତୀ ମହାଳିକ ୨୦୧୮-୧୯ ଆର୍ଥିକବର୍ଷରେ ସିଏଫସି ସ୍କିମରେ ଏକ ୱାଲ କାମ କରିଥିଲେ, ଯାହାର କାର୍ଯ୍ୟଦେଶ ପଞ୍ଚାୟତ ପିଇଓଙ୍କ ନାମରେ ଥିଲା । ଉକ୍ତ ୱାଲ କାର୍ଯ୍ୟ ସରିବା ପରେ ୱାର୍ଡ ମେମ୍ବର ବିଲ୍ ପାଇଁ ବ୍ଲକ କାର୍ଯ୍ୟାଳୟକୁ ଦୌଡି ଦୌଡି ନୟାନ୍ତ ହେବାପରେ ବ୍ଲକକୁ ଆସି ବ୍ଲକ୍ ସମ୍ମୁଖରେ ଦେହରେ କିରୋସିନ ଢାଳି ଆତ୍ମହତ୍ୟା କରିବାକୁ ଉଦ୍ୟମ କରୁଥିବା ବେଳେ ପୁଲିସ ଘଟଣାସ୍ଥଳରେ ପହଞ୍ôଚ ୧୧ନଂ ୱାର୍ଡ ମେମ୍ବରଙ୍କୁ ଥାନାରେ ଅଟକ ରଖିଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!