Wednesday, November 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଶିଶୁ କଲ୍ୟାଣ କମିଟି ସଦସ୍ୟଙ୍କୁ ହତ୍ୟା

by ସଞ୍ଜୟ ସ୍ୱାଇଁ
October 12, 2023
in Crime, State
ଶିଶୁ କଲ୍ୟାଣ କମିଟି ସଦସ୍ୟଙ୍କୁ ହତ୍ୟା
75
VIEWS
Share on FacebookShare on Twitter

ଗଞ୍ଜାମ, (ବାଘୁଆବାର୍ତ୍ତା): ଦୁର୍ବୃତ୍ତଙ୍କ ଆକ୍ରମଣରେ ଶିଶୁ କଲ୍ୟାଣ କମିଟି ସଦସ୍ୟଙ୍କ ମୃତ୍ୟୁ ଘଟିଛି। ଘଟଣା ଘଟିଛି ଗଞ୍ଜାମ ଜିଲ୍ଲା ଗୋଶାଣୀ ନୂଆଁ ଗାଁ ଥାନା ଅନ୍ତର୍ଗତ ବିଜିପୁର ନୀଳକଣ୍ଠ ନଗରରେ। ମୃତ ମହିଳା ଜଣଙ୍କ ହେଲେ ସୌଦାମିନୀ ରଥ। ସୌଦାମିନୀ ଘରେ ଏକୁଟିଆ ରହୁଥିଲେ। ଗତକାଲି ରାତିରେ ସୌଦାମିନୀ ନିଜ ଘରେ ଫୋନରେ କଥା ହେଉଥିଲେ। ଏହି ସମୟରେ କେହି ଦୁର୍ବୃତ୍ତ ଆସି ତାଙ୍କୁ ମୁଣ୍ଡକୁ ଏକ ବାଡ଼ିରେ ପିଟି ଦେଇଥିଲା। ସୌଦାମିନୀ ଜୋରରେ ଚିତ୍କାର କରିଥିଲେ। ସୌଦାମିନୀ ଯେଉଁ ବ୍ୟକ୍ତି ସହ ଫୋନରେ କଥା ହେଉଥିଲେ ସେ ଘଟଣାସମ୍ପର୍କରେ ପରିବାର ଲୋକଙ୍କୁ ଜଣାଇଥିଲେ। ସୌଦାମିନୀ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ପଡ଼ିଥିବା ପରିବାର ଲୋକେ ଆସି ଦେଖିଥିଲେ। ତୁରନ୍ତ ତାଙ୍କୁ ଡାକ୍ତରଖାନା ନେଇଯାଇଥିଲେ। ସେଠାରେ ଡାକ୍ତର ସୌଦାମିନୀଙ୍କୁ ମୃତ ଘୋଷଣା କରିଥିଲେ। ଆଜି ସକାଳେ ଟାଉନ ଥାନା ଏସଡିପିଓ ରାଜୀବ ଲୋଚନ ପଣ୍ଡା ଓ ଥାନା ଅଧିକାରୀ ସ୍ମୃତି ପ୍ରଭା ପ୍ରଧାନ ଓ ତାଙ୍କ ଟିମ୍ ପହଞ୍ଚି ଘଟଣାର ତଦନ୍ତ କରୁଛନ୍ତି। ଏହାସହ ପୁଲିସ ସୌଦାମିନୀଙ୍କ ଡ୍ରାଇଭରକୁ ଅଟକ ରଖି ପଚରାଉଚରା କରୁଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!