Wednesday, November 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାଂଲାଦେଶ ବିପକ୍ଷରେ ଦକ୍ଷିଣ ଆଫ୍ରିକାର ବିଶାଳ ସ୍କୋର

by ସଞ୍ଜୟ ସ୍ୱାଇଁ
October 24, 2023
in NATIONAL NEWS, Sports, WORLD
ବାଂଲାଦେଶ ବିପକ୍ଷରେ ଦକ୍ଷିଣ ଆଫ୍ରିକାର ବିଶାଳ ସ୍କୋର
130
VIEWS
Share on FacebookShare on Twitter

ମୁମ୍ବାଇ, (ବାଘୁଆବାର୍ତ୍ତା): ବିଶ୍ୱକପରେ ପୁଣି ଏକ ରୋମାଞ୍ଚକର ମ୍ୟାଚ ଦେଖିବାକୁ ମିଳିଛି । ବିଶ୍ୱକପର ଏହି ୨୩ ତମ ମ୍ୟାଚ ବାଂଲାଦେଶ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଛି । ଟସ୍ ଜିତି ପ୍ରଥମେ ଦକ୍ଷିଣ ଆଫ୍ରିକା ବ୍ୟାଟିଂ କରିଥିଲା । ଏଥିରେ ଦକ୍ଷିଣ ଆଫ୍ରିକା ବାଂଲାଦେଶ ସାମ୍ନାରେ ୩୮୩ ରନର ଟାର୍ଗେଟ ଦେଇଛି । ମୁମ୍ବାଇର ୱାଙ୍ଖେଡ ଷ୍ଟାଡିୟମରେ ଚାଲିଥିବା ଏହି ମ୍ୟାଚରେ ଦକ୍ଷିଣ ଆଫ୍ରିକା ପ୍ରଥମେ ବ୍ୟାଟିଂ କରି ୫ ୱିକେଟ ହରାଇ ୩୮୨ ରନ କରିଛି । ଦକ୍ଷିଣ ଆଫ୍ରିକା ତରଫରୁ ଡି.କକ୍ ୧୭୩ ରନ୍, କ୍ୟାପ୍ଟେନ ଏଡନ ମାର୍କରନ ୬୦ ରନ ଓ ହେନେରିକ କ୍ଲାସନ ୯୦ ରନ କରିଥିଲେ । ବାଂଲାଦେଶ ତରଫରୁ ହସନ ମହମୁଦ ୨ଟି ୱିକେଟ ହାସଲ କରିଥିବା ବେଳେ ମେହଦୀ ହସନ ସିରାଜ, ଶାରିପୁଲ ଇସଲାମ, ଶାକିବ୍ ଅଲ୍ ହସନଙ୍କୁ ଗୋଟିଏ ଲେଖାଏଁ ୱିକେଟ୍ ମିଳିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!