Saturday, July 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୭୦୬ ଶହ କୋଟି ଟଙ୍କା ତାଲିବାନ ହାତକୁ ଯାଇପାରିବନି ବୋଲି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ କହିଛନ୍ତି

by ସଞ୍ଜୟ ସ୍ୱାଇଁ
August 18, 2021
in WORLD
୭୦୬ ଶହ କୋଟି ଟଙ୍କା ତାଲିବାନ ହାତକୁ ଯାଇପାରିବନି ବୋଲି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ କହିଛନ୍ତି
268
VIEWS
Share on FacebookShare on Twitter

ୱାଶିଂଟନ, (ବାଘୁଆବାର୍ତ୍ତା): ଆମେରିକା ଆଫଗାନିସ୍ତାନ ସେଂଟ୍ରାଲ ବ୍ୟାଙ୍କର ୯.୯ ବିଲିୟନ ଡଲାର (୭୦୬ ଶହ କୋଟି) ଫ୍ରିଜ କରିଛି । ଆଫଗାନିସ୍ତାନକୁ କବଜା କରିବା ପରେ ତାଲିବାନ ହାତକୁ ଯେପରି ଉପରୋକ୍ତ ଟଙ୍କା ନ ଯିବ ସେଥିନେଇ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଏହି ପଦକ୍ଷେପ ଗ୍ରହଣ କରିଛନ୍ତି । ଏହା ବ୍ୟତୀତ ନଗଦ ଯୋଗାଣ ମଧ୍ୟ ବାଇଡେନ ସରକାର ବନ୍ଦ କରି ଦେଇଛନ୍ତି । ଆଫଗାନିସ୍ତାନ ସେଂଟ୍ରାଲ ବ୍ୟାଙ୍କ ମୁଖ୍ୟ ଅଜମଲ ଅହମଦି ଟୁଇଟ କରି ଏହି ସୂଚନା ଦେଇଥିଲେ । ସୂଚନାଯୋଗ୍ୟ, ଆମେରିକା ଆଫଗାନିସ୍ତାନରୁ ସୈନ୍ୟ ପ୍ରତ୍ୟାହାର କରିନେବା ପରେ ତାଲିବାନ ସହଜରେ ଏହାକୁ କବଜା କରି ନେଇଥିଲା । ଏଥିନେଇ ବାଇଡେନ ସରକାରଙ୍କୁ ସମାଲୋଚିତ ହେବାକୁ ପଡିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!