Wednesday, June 10, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପାରାଲିମ୍ପିକ୍ସରେ ଭାରତ ଏଥର ସ୍ୱର୍ଣ୍ଣିମ ଇତିହାସ ଲେଖିଛି

by ସଞ୍ଜୟ ସ୍ୱାଇଁ
September 5, 2021
in Sports, WORLD
ପାରାଲିମ୍ପିକ୍ସରେ ଭାରତ ଏଥର ସ୍ୱର୍ଣ୍ଣିମ ଇତିହାସ ଲେଖିଛି
24
VIEWS
Share on FacebookShare on Twitter

ଟୋକିଓ, (ବାଘୁଆବାର୍ତ୍ତା): ପାରାଲିମ୍ପିକ୍ସରେ ଭାରତ ଏଥର ସ୍ୱର୍ଣ୍ଣିମ ଇତିହାସ ଲେଖିଛି । ପାରା ବ୍ୟାଡିମିଣ୍ଟନରେ ଗତକାଲି ପ୍ରମୋଦ ଭଗତ ସ୍ୱର୍ଣ୍ଣ ଜିତିଥିବା ବେଳେ ଆଜି ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି କୃଷ୍ଣା ନାଗର । ପୁରୁଷ ସିଙ୍ଗଲ୍ସ ଝଐ୬ ବର୍ଗ ଫାଇନାଲରେ ହଂକଂ ବ୍ୟାଡମିଣ୍ଟନ ତାରକା ଚୁ ମ୍ୟାନ୍ କାଇଙ୍କୁ ହରାଇଛନ୍ତି । କୃଷ୍ଣା ନାଗର ୨୧-୧୭, ୧୬-୨୧ ଓ ୨୧-୧୭ ସେଟରେ ବିଜୟୀ ହୋଇଛନ୍ତି । ଫାଇନାଲ୍ ମୁକାବିଲାରେ କାଣ୍ଟେ କା ଟକ୍କର ହୋଇଥିଲା । ହଂକଂ ପ୍ରତିନ୍ଦ୍ୱନ୍ଦୀଙ୍କ ସହ କୃଷ୍ଣା ନଗରଙ୍କ କଡ଼ା ମୁକାବିଲା ହୋଇଥିଲା । ସଫଳତା ପରେ କୃଷ୍ଣାଙ୍କୁ ଚାରିଆଡୁ ଶୁଭେଚ୍ଛାର ସୁଅ ଛୁଟୁଛି । ଏହାକୁ ମିଶାଇ ଏଯାଏ ଟୋକିଓ ପାରାଲିମ୍ପିକ୍ସରେ ଭାରତ ମୋଟ୍ ୧୯ଟି ମେଡାଲ୍ ଜିତିଛି । ଏଥିରେ ଅଛି ୫ଟି ସ୍ୱର୍ଣ୍ଣ, ୮ଟି ରୌପ୍ୟ ଓ ୬ଟି ବ୍ରୋଞ୍ଜ ମେଡାଲ୍ ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!