Monday, June 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅଲିମ୍ପିକ୍ସରେ ଉଭୟ ଆଥଲେଟଙ୍କୁ ସ୍ୱର୍ଣ୍ଣ ପଦକ ମିଳିଥିଲା

by ସଞ୍ଜୟ ସ୍ୱାଇଁ
August 2, 2021
in NATIONAL NEWS, Sports, WORLD
ଅଲିମ୍ପିକ୍ସରେ ଉଭୟ ଆଥଲେଟଙ୍କୁ ସ୍ୱର୍ଣ୍ଣ ପଦକ ମିଳିଥିଲା
77
VIEWS
Share on FacebookShare on Twitter

ଟୋକିଓ, (ବାଘୁଆବାର୍ତ୍ତା): ଅଲିମ୍ପିକ୍ସରେ ସ୍ୱର୍ଣ୍ଣ ପଦକ ଜିତିବା ସମସ୍ତ ଆଥଲେଟଙ୍କ ସ୍ୱପ୍ନ ଥାଏ । ଏଥିରେ ବୋଧହୁଏ କେହି ଭାଗୀଦାର ହେବାକୁ ଚାହିଁବେ ନାହିଁ । ଚଳିତ ଟୋକିଓ ଅଲିମ୍ପିକ୍ସରେ ଏଥିରେ ବ୍ୟତୀକ୍ରମ ଦେଖିବାକୁ ମିଳିଛି । କତାରର ଆଥଲେଟ ମୁତାଜା ଏସା ୱାରଶିମ ଏକୁଟିଆ ସ୍ୱର୍ଣ୍ଣ ପଦକ ନେବାକୁ ମନା କରିଦେଲେ । ତାଙ୍କ ମୁଖ୍ୟ ପ୍ରତିଦ୍ୱନ୍ଦ୍ୱୀ ଇଟାଲୀର ଗିୟାନମାର୍କୋ ତାମ୍ବେରୀଙ୍କ ସହ ତାଙ୍କୁ ଏକତ୍ର ସ୍ୱର୍ଣ୍ଣ ପଦକ ପ୍ରଦାନ କରାଯାଇଥିଲା । ଘଟଣାଟି ଏହିପରିଟ୍ଟ ପୁରୁଷ ହାଇଜମ୍ପରେ ଏହି ଦୁଇ ଆଥଲେଟ ସମାନ ୨.୩୭ ମିଟର ଜମ୍ପ ଲଗାଇ ପ୍ରଥମ ସ୍ଥାନରେ ରହିଥିଲେ । ପଦକ ବିଜେତା ସ୍ଥିର କରାଯାଇ ନ ପାରିବାରୁ ୩ ଏକ୍ସଟ୍ରା ଜମ୍ପ ମାରିବାକୁ କୁହାଯାଇଥିଲା । ଏଥିରେ ମଧ୍ୟ କେହି ୨.୩୭ ମିଟରକୁ ଉପରକୁ ଜମ୍ପ ମାରିପାରି ନ ଥିଲେ । ଅଫିସିଆଲ ଆଉ ଥରେ ଲେଖାଁଏ ଜମ୍ପ କରିବାକୁ ନିଷ୍ପତି ନେଇଥିଲେ । ତେବେ ସେ ସମୟରେ ତାମ୍ବେରୀ ଆଘାତପ୍ରାପ୍ତ ହୋଇଥିଲେ । ସେ ଏଥିରୁ ଓହରି ଯାଇଥିଲେ । ୱାରିଶମ ନିକଟରେ ସ୍ୱର୍ଣ୍ଣିମ ସୁଯୋଗ ରହିଥିଲା । ମାତ୍ର ସେ ଜମ୍ପ ମାରିବା ପୂର୍ବରୁ ଅଫିସିଆଲଙ୍କୁ ପଚାରିଥିଲେ ଯଦି ମୁଁ ଜମ୍ପ ନ ମାରେ ତାହାହେଲେ କଣ ହେବ । ନିୟମାବଳୀ ଦେଖିବା ପରେ ସେମାନେ କହିଥିଲେ ତେବେ ଉଭୟଙ୍କୁ ସ୍ୱର୍ଣ୍ଣ ପଦକ ମିଳିବ । ବାସ୍ ଏହା ପରେ ୱାରିଶମ ଓହରି ଯାଇଥିଲେ । ଉଭୟ ଆଥଲେଟଙ୍କୁ ସ୍ୱର୍ଣ୍ଣ ପଦକ ମିଳିଥିଲା । ତାଙ୍କର ଏହି ପଦକ୍ଷେପକୁ ଏବେ ସାରା ବିଶ୍ୱ ପ୍ରଶଂସା କରୁଛି ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!