Wednesday, June 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୧-୦ ଗୋଲରେ ଭାପୁରକୁ ହରାଇଲା ଓଡ଼ଗାଁ ବ୍ଳକ

by ସଞ୍ଜୟ ସ୍ୱାଇଁ
October 14, 2022
in Nayagarh, Sports
୧-୦ ଗୋଲରେ ଭାପୁରକୁ ହରାଇଲା ଓଡ଼ଗାଁ ବ୍ଳକ
87
VIEWS
Share on FacebookShare on Twitter

ଜିଲ୍ଲା ସ୍ତରୀୟ ଆନ୍ତଃବିଦ୍ୟାଳୟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ

ନୟାଗଡ଼,(ବାଘୁଆବାର୍ତ୍ତା): ଜିଲ୍ଲା ସ୍ତରୀୟ ଆନ୍ତଃବିଦ୍ୟାଳୟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟର ଚତୁର୍ଥ ଦିନରେ ଭାପୁର ଓ ଓଡ଼ଗାଁ ବ୍ଳକ ମଧ୍ୟରେ ଚିତ୍ତାକର୍ଷକ ଖେଳ ହୋଇଥିଲା। ବାମନ ଅବକାଶ ସରକାରୀ ଉଚ୍ଚ ବିଦ୍ୟାଳୟ ଇଟାମାଟି ଖେଳପଡିଆରେ ଅନୁଷ୍ଠିତ ଏହି ଖେଳରେ ଭାପୁର ବ୍ଲକକୁ ୦-୧ ଗୋଲ୍ରେ ପରାସ୍ତ କରିଥିଲେ ଓଡ଼ଗାଁ ବ୍ଳକ। ଆଜିର କାର୍ୟ୍ୟକ୍ରମରେ ଜିଲ୍ଲା କ୍ରୀଡ଼ା ଅଧିକାରୀ ସୁଜାତା ସାହୁ ମୁଖ୍ୟ ଅତିଥି ଭାବେ ଏବଂ ସମ୍ମାନିତ ଅତିଥି ଭାବେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରସନ୍ନ କୁମାର ମହାପାତ୍ର, ବରିଷ୍ଠ ଶିକ୍ଷକ ସୁରେନ୍ଦ୍ର କୁମାର ଖଣ୍ଡା ଯୋଗ ଦେଇଥିଲେ । ନୟାଗଡ଼ର ଶାରୀରିକ ଶିକ୍ଷା ନିରିକ୍ଷକ ପ୍ରକାଶ ଚରଣ ଶାନ୍ତ ଅତିଥିମାନଙ୍କୁ ସ୍ବାଗତ କରିବା ସହ କାର୍ୟ୍ୟକ୍ରମ ବିଷୟରେ ସୂଚନା ପ୍ରଦାନ କରିଥିଲେ। ଖେଳର ଉଦଘୋଷକ ଭାବେ ଶରତ ଚନ୍ଦ୍ର ଆଚାର୍ୟ୍ୟ ଧାରା ବିବରଣୀ ପ୍ରଦାନ କରିଥିଲେ। ଶେଷରେ ୦-୧ ଗୋଲରେ ବିଜୟୀ ହୋଇଥିଲା ଓଡ଼ଗାଁ ବ୍ଳକ। ଆଜିର ଖେଳରେ ଆକର୍ଷଣୀୟ ପ୍ରଦର୍ଶନ ପାଇଁ ଓଡ଼ଗାଁ ବ୍ଳକର ସୁଭେନ୍ଦୁ କୁମାର ସ୍ୱାଇଁଙ୍କୁ ଶ୍ରେଷ୍ଠ ଖେଳାଳୀ ଭାବେ ମୁଖ୍ୟ ଅତିଥି ସମ୍ମାନିତ କରିଥିଲେ। ଆଜିର ଖେଳ ପରିଚାଳନା ସୁବାସ ଚନ୍ଦ୍ର ବେହେରା କରିଥିବା ବେଳେ ସହଯୋଗୀ ଖେଳ ପରିଚାଳକ ଭାବେ ରବୀନ୍ଦ୍ର ନାଥ ନାୟକ, ଧନେଶ୍ଵର ଗିଧି, ଗଙ୍ଗାଧର ସେଠୀ ଖେଳ ପରିଚାଳନା କରିଥିଲେ। ନୟାଗଡର ୮ ଟି ବ୍ଲକ ମଧ୍ୟରେ ଅନୁଷ୍ଠିତ ହେଉଥିବା ଆନ୍ତଃବିଦ୍ୟାଳୟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟର ସେମିଫାଇନାଲ ୧୫ ତାରିଖରେ ହେଉଥିବା ବେଳେ ଫାଇନାଲମ୍ୟାଚ ଆସନ୍ତା ୧୭ ତାରିଖ ଦିନ ଅନୁଷ୍ଠିତ ହେବ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!