Friday, September 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭିକାରି ମହମ୍ମଦଙ୍କ ବିୟୋଗରେ ଶ୍ରଦ୍ଧାଞ୍ଜଳି ସଭା

by ସଞ୍ଜୟ ସ୍ୱାଇଁ
November 5, 2020
in Nayagarh
ଭିକାରି ମହମ୍ମଦଙ୍କ ବିୟୋଗରେ ଶ୍ରଦ୍ଧାଞ୍ଜଳି ସଭା
403
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ବିଶିଷ୍ଟ କଣ୍ଠଶିଳ୍ପୀ ତଥା ଅନ୍ୟତମ ସାଲବେଗ ଭିକାରି ମହମ୍ମଦଙ୍କରେ ଏକ ଶ୍ରଦ୍ଧାଞ୍ଜଳି ସଭା ସ୍ଥାନୀୟ ପୂର୍ତ୍ତବିଭାଗ ଡାକବଙ୍ଗଳା ଠାରେ ଅନୁଷ୍ଠିତ ହୋଇଯାଇଛି। ନୟାଗଡ଼ ଜିଲ୍ଲା ଲେଖକ ପରିଷଦ, ସୁଧା ସାଂସ୍କୃତିକ ପରିଷଦ,ମା ଫାଉଣ୍ଡେସନ, ପରମ୍ପରା,ସଦାନନ୍ଦ ସାହିତ୍ୟ ପରିଷଦ,ମୈତ୍ରୀ ଯୁବ ସଂସଦ ଏବଂ ଆର୍ଟ ପଏଣ୍ଟ ନୟାଗଡ଼ ତରଫରୁ ଆୟୋଜିତ ଏହି ଶ୍ରଦ୍ଧାଞ୍ଜଳି ସଭାରେ ସ୍ବର୍ଗତ ଆତ୍ମାର ସଦଗତି କାମନା କରାଯାଇ ଦୁଇ ମିନିଟ ନିରବ ପ୍ରାର୍ଥନା କରାଯାଇଥିଲା। ସମାଜସେବୀ ପ୍ରମୋଦ ପଟନାୟକଙ୍କ ପୌରହିତ୍ୟରେ ଆୟୋଜିତ ଶ୍ରଦ୍ଧାଞ୍ଜଳି ସଭାରେ ଶେଖ ଅବଦୁଲ ଖାଲିକ,ଲକ୍ଷ୍ମୀଧର ସାହୁ, ପ୍ରଦୀପ ସାହୁ, ଆଶୁତୋଷ ମିଶ୍ର, ଅଶୋକ ମଲ୍ଲ, ଆଦିତ୍ୟ ମିଶ୍ର,ସରୋଜ ସାହୁ, ପ୍ରଶାନ୍ତ କୁମାର ଦାଶ, ରଶ୍ମିରଞ୍ଜନ ଜେନା, ବିଜୟନନ୍ଦ ମହାପାତ୍ର ପ୍ରମୁଖ ଯୋଗଦାନ କରି ସ୍ବର୍ଗତ ଭିକାରି ମହମ୍ମଦଙ୍କ ସ୍ମୃତିଚାରଣ କରିବା ସହ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!