Tuesday, June 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅମର ଯବାନଙ୍କ ପ୍ରତି ଶ୍ରଦ୍ଧାଞ୍ଜଳୀ

by Anil Panda
June 19, 2020
in Lifestyle
ଅମର ଯବାନଙ୍କ ପ୍ରତି ଶ୍ରଦ୍ଧାଞ୍ଜଳୀ
17
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ଗତ ୧୫ ତାରିଖ ଦିନ ଲଦାଖର ଗଲୱାନା ଉପତ୍ୟକାରେ ଚୀନ ସୈନ୍ୟମାନଙ୍କ ସହିତ ମୁହାଁମୁହି ବେଳେ ଭାରତର ଜଣେ କର୍ଣ୍ଣେଲଙ୍କ ସମେତ ୨୦ଜଣ ଯବାନ ପ୍ରାଣ ହରାଇଥିଲେ । ଅମର ଯବାନଙ୍କ ପ୍ରାଣବଳି ଉଦ୍ଦେଶ୍ୟରେ ଏକ ଶ୍ରଦ୍ଧାଞ୍ଜଳି ତଥା ଶେକସଭା ସ୍ଥାନୀୟ ଖେଳପଡ଼ିଆଠାରେ ଅନୁଷ୍ଠିତ ହୋଇଯାଇଛି । ନୟାଗଡ଼ ଜିଲ୍ଲା ଲେଖକ ପରିଷଦ, ମା’ଫାଉଣ୍ଡେସନ, ପରଂପରା, ମୈତ୍ରୀ ଯୁବସଂସଦ, ଆର୍ଟ ପଏଣ୍ଟ ଆନୁକୁଲ୍ୟରେ ଅନୁଷ୍ଠିତ ଏହି ଶ୍ରଦ୍ଧାଞ୍ଜଳି ସଭାରେ ସମାଜ ସେବୀ ପ୍ରମୋଦ ପଟ୍ଟନାୟକ, ଶେଖ ଅବଦୁଲ ଖାଲିକ, ରଂଜନରଶ୍ମି ଜେନା, ନିର୍ମଳ ଶୂରଦେଓ, ଲକ୍ଷ୍ମୀଧର ସାହୁ, ଅଶୋକ ମଲ୍ଲ, ଉମାକାନ୍ତ ମିଶ୍ର, ଆଶୁତୋଷ ମିଶ୍ର, ବିଜୟାନନ୍ଦ ମହାପାତ୍ର, ପ୍ରଭାତ ମିଶ୍ର, ସୁରେନ୍ଦ୍ର ମହାପାତ୍ର, ନିମୁଦ୍ଦିନ ଖାଁ ପ୍ରମୁଖ ଯୋଗଦାନ କରି ଦୁଇ ମିନିଟ ନୀରବ ପ୍ରାର୍ଥନା ସହ ଅମର ଆତ୍ମା ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଥିଲେ ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!