Tuesday, July 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମୁଖ୍ୟମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲା ବିଜୁ ଶ୍ରମିକ ସାମ୍ମୁଖ୍ୟ

by ସଞ୍ଜୟ ସ୍ୱାଇଁ
May 27, 2021
in Nayagarh
ଆଇଟିଆଇ ଛାତ୍ରଛାତ୍ରୀଙ୍କର ୯ ମାସର ହଷ୍ଟେଲ ଫି ଛାଡ
121
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ରାଜ୍ୟ ସରକାର ଶ୍ରମିକମାନଙ୍କ ପାରିଶ୍ରମିକ ବୃଦ୍ଧି କରିଛନ୍ତି । ମୂଳ ମୁଲ୍ୟଠାରୁ ଦୈନିକ ୩ ଟଙ୍କା ବୃଦ୍ଧି କରାଯାଇଛି । ସମସ୍ତ ଶ୍ରେଣୀର ଶ୍ରମିକମାନଙ୍କ କ୍ଷେତ୍ରରେ ଏହି ବଦ୍ଧିତ ପାରିଶ୍ରମିକ ଲାଗୁ କରାଯାଇଛି । ଅଣକୁଶଳୀ ଶ୍ରମିକମାନଙ୍କ ପାଇଁ ଦୈନିକ ୩୦୮ ଟଙ୍କା ମଜୁରୀ ଥିବା ବେଳେ ଏହାକୁ ୩୧୧ ଟଙ୍କା କରାଯାଇଛି । ସେହିଭଳି ଭାବେ ଅର୍ଦ୍ଧକୁଶଳୀ ଶ୍ରମିକଙ୍କ ପାଇଁ ୩୪୮ ଟଙ୍କାକୁ ବୃଦ୍ଧି କରାଯାଇ ୩୫୧ ଟଙ୍କା କରାଯାଇଛି । କୁଶଳୀ ଶ୍ରମିକଙ୍କ ପାଇଁ ୩୯୮ ଟଙ୍କା ପରିବର୍ତ୍ତେ ୪୦୧ ଟଙ୍କା କରାଯାଇଛି । ଉଚ୍ଚକୁଶଳୀ ଶ୍ରମିକଙ୍କ ପାଇଁ ୪୫୮ ଟଙ୍କା ପରିବର୍ତ୍ତେ ୪୬୧ ଟଙ୍କା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଶ୍ରମ ବିଭାଗ ପାରିଶ୍ରମିକ ବୃଦ୍ଧି କରିଛି । ଯାହାକୁ ନେଇ ବିଜୁ ଶ୍ରମିକ ସାମ୍ମୁଖ୍ୟ ରାଜ୍ୟ ସହ ସଂମ୍ପାଦକ ଶ୍ରୀକାନ୍ତ ପଟ୍ଟନାୟକ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଓ ଶୁଭେଚ୍ଛା ଜ୍ଞାପନ କରିଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!