Thursday, April 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରର ବାର୍ଷିକ କ୍ରୀଡା ଉଦ୍ଯାପିତ

by ସଞ୍ଜୟ ସ୍ୱାଇଁ
December 13, 2019
in Education
ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରର ବାର୍ଷିକ କ୍ରୀଡା ଉଦ୍ଯାପିତ
33
VIEWS
Share on FacebookShare on Twitter

ନୟାଗଡ଼,ତା୧୩ା୧୨: ନୟାଗଡ଼ସ୍ଥିତ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରର ବାର୍ଷିକ କ୍ରୀଡା ଉଦ୍ଯାପିିତ ହୋଇଯାଇଛି । ଏହି ଉତ୍ସବରେ ବିଶିଷ୍ଟ ଶିକ୍ଷାବିତ୍ ତଥା ନାଟ୍ୟକାର ପ୍ରଫେସର ରାମଚନ୍ଦ୍ର ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲା ବେଳେ ସମ୍ମାନିତ ଅତିଥି ଭାବେ ଅଧ୍ୟାପକ ଗଣେଶ୍ୱର ମିଶ୍ର ଓ ବରିଷ୍ଠ କର୍ଣ୍ଣନାସା, ଡାକ୍ତର ରାମଚନ୍ଦ୍ର ମହାପାତ୍ର ଯୋଗ ଦେଇଥିଲେ । ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ହରିହର ପାତ୍ର ଅଧ୍ୟକ୍ଷତା କରିଥିଲା ବେଳେ ବିଦ୍ୟାଳାୟର ଅଧ୍ୟକ୍ଷ ତଥା ସମ୍ପାଦକ ଶ୍ରୀଧର ସାହୁ ସଂଯୋଜନା କରିଥିଲେ । ଏହି କ୍ରୀଡା ସମାରୋହରେ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ନେଇ ବିଭିନ୍ନ ପ୍ରକାର ଖେଳ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ବିଦ୍ୟାଳୟର ଖେଳ ଶିକ୍ଷୟତ୍ରୀ ଶୋଭାରାଣୀ ସାହୁ ଓ ସୁନିତା ସାହୁ ଖେଳକୁ ପରିଚାଳନା କରିଥିଲେ । ଅନ୍ୟ ଗୁରୁଜୀ ଗରୁମାମାନେ ସହଯୋଗ କରିଥିଲେ । ଏହି କ୍ରୀଡାରେ ସଫଳତା ହାସଲ କରିଥିବା ଛାତ୍ରଛାତ୍ରୀମାନେ ଜିଲ୍ଲାସ୍ତରୀୟ କ୍ରୀଡାରେ ଭାଗ ନେଇଥିବାରୁ ଅତିଥିମାନେ କୃତୀ ପ୍ରତିଯୋଗିମାନଙ୍କୁ ପୁରସ୍କାର ପ୍ରଦାନ କରିଥିଲେ । ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟା ପ୍ରିୟମ୍ବଦା ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ ।

ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

April 16, 2026
ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

April 16, 2026
କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

April 16, 2026
ସନ୍ଦେହ ଘେରରେ ଇଟାମାଟି ସିଆରସିସିଙ୍କ ଭୂମିକା

ସନ୍ଦେହ ଘେରରେ ଇଟାମାଟି ସିଆରସିସିଙ୍କ ଭୂମିକା

April 16, 2026
ନୟାଗଡ଼ରେ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

ନୟାଗଡ଼ରେ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

April 14, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!