Wednesday, June 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୬ ବର୍ଷ ପରେ କଂଗ୍ରେସକୁ ଫେରିଲେ ଶ୍ରୀକାନ୍ତ ଜେନା

by ସଞ୍ଜୟ ସ୍ୱାଇଁ
March 6, 2024
in Politics, State
୬ ବର୍ଷ ପରେ କଂଗ୍ରେସକୁ ଫେରିଲେ ଶ୍ରୀକାନ୍ତ ଜେନା

The Minister of State (Independent Charge) for Statistics and Programme Implementation, Shri Srikant Kumar Jena addressing a Press Conference on MPLADS Fund to Phailin/flood affected area of Odisha, , in New Delhi on November 18, 2013.

160
VIEWS
Share on FacebookShare on Twitter

ଭୁବନେଶ୍ଵର, (ବାଘୁଆବାର୍ତ୍ତା): ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀକାନ୍ତ ଜେନାଙ୍କ ଘର ବାହୁଡା । ପୁଣି କଂଗ୍ରେସରେ ସାମିଲ ହେଲେ ଶ୍ରୀକାନ୍ତ ଜେନା । ୬ ବର୍ଷ ପରେ କଂଗ୍ରେସକୁ ଫେରିଲେ ଶ୍ରୀକାନ୍ତ ଜେନା । ୨୦୧୯ରେ ଦଳରୁ ବହିଷ୍କୃତ ହୋଇଥିଲେ ଶ୍ରୀକାନ୍ତ । ଏବେ ପୁଣି ସେ ନିଜ ଦଳକୁ ଫେରିଛନ୍ତି । ୪ଥର ସାଂସଦ ଓ ୩ ଥର ବିଧାୟକ ଥିବା ଜେନା ଦିଲ୍ଲୀରେ କଂଗ୍ରେସରେ ଯୋଗ ଦେଇଛନ୍ତି । ୨୦୧୯ରେ ଲଗାତର ତାଙ୍କର କଂଗ୍ରେସ ବିରୋଧୀ ମନ୍ତବ୍ୟ ପାଇଁ ତାଙ୍କୁ ଦଳରୁ ବହିଷ୍କାର କରାଯାଇଥିଲା । ରାଜ୍ୟ କଂଗ୍ରେସ ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ନେତୃତ୍ୱକୁ ଆହ୍ୱାନ କରିବା ପରେ ତାଙ୍କୁ ଦଳରୁ ବହିଷ୍କାର କରାଯାଇଥିଲା । ଏହା ସହିତ ସେ ଦଳର ସମସ୍ତ ପଦ ପଦବୀରୁ ମଧ୍ୟ ଇସ୍ତଫା ଦେଇଥିଲେ । ପଞ୍ଚଦଶ ଲୋକସଭାରେ ସେ ବାଲେଶ୍ୱର ସଂସଦୀୟ କ୍ଷେତ୍ରରୁ ପ୍ରତିନିଧିତ୍ୱ କରିଥିଲେ । ଉପା ସରକାରେ ସେ କେନ୍ଦ୍ର ମନ୍ତ୍ରୀ ଥିଲେ । ତେବେ ଶ୍ରୀକାନ୍ତ ଜେନାଙ୍କ ଘର ବାହୁଡାକୁ ନେଇ କଂଗ୍ରେସ ମହଲରେ ଉତ୍ସାହ ଦେଖିବାକୁ ମିଳିଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!