Wednesday, October 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଇସ୍ତଫା ଦେଲେ ପ୍ରଧାନମନ୍ତ୍ରୀ:ଆର୍ଥିକ ସଙ୍କଟ ମୁଖ୍ୟ କାରଣ

by ସଞ୍ଜୟ ସ୍ୱାଇଁ
May 9, 2022
in Breaking, NATIONAL NEWS
ଇସ୍ତଫା ଦେଲେ ପ୍ରଧାନମନ୍ତ୍ରୀ:ଆର୍ଥିକ ସଙ୍କଟ ମୁଖ୍ୟ କାରଣ
191
VIEWS
Share on FacebookShare on Twitter

ନୂଆଦିଲ୍ଲୀ, (ବାଘୁଆବାର୍ତ୍ତା): ଇସ୍ତଫା ଦେଲେ ପ୍ରଧାନମନ୍ତ୍ରୀ । ଶ୍ରୀଲଙ୍କା ଆର୍ଥୀକ ସଙ୍କଟ ଦେଇ ଗତି କରୁଥିବା ବେଳେ ପ୍ରଧାନମନ୍ତ୍ରୀ ମହିନ୍ଦା ରାଜପକ୍ଷେଙ୍କ ବିରୋଧରେ ଜନ ଅସନ୍ତୋଷ ବୃଦ୍ଧି ପାଇଛି । ଶେଷରେ ଚାପର ବଶୀଭୂତ ହୋଇ ସେ ଆଜି ଇସ୍ତଫା ପ୍ରଦାନ କରିଛନ୍ତି । ଆର୍ଥୀକ ସଙ୍କଟ ପରେ ଦେଶରେ ଏବେ ହିଂସା ଲାଗି ରହିଛି । ଯାହାକୁ ନିୟନ୍ତ୍ରଣ କରିବାରେ ସେ ସମ୍ପୂର୍ଣ୍ଣ ଭାବେ ବିଫଳ ହୋଇଛନ୍ତି । ସରକାର ସପକ୍ଷବାଦୀ ଓ ବିପକ୍ଷବାଦୀ ମୁହାଁ ମୁହିଁ ହୋଇଛନ୍ତି । ଏଥିଯୋଗୁ ଦେଶରେ କର୍ଫ୍ୟୁ ଲଗା ଯାଇଥିଲା । ରାଜପାକ୍ଷେଙ୍କ ଚୀନ ପ୍ରତି ଢ଼ଳିବା ଏବଂ ମାଗଣା ରାଜନୀତି ଯୋଗୁ ଦେଶରେ ଆର୍ଥୀକ ପରିସ୍ଥିତି ଖରାପ ହୋଇଥିଲା । ଶେଷରେ ହାମ୍ବନତୋଟା ବନ୍ଦରକୁ ୯୯ ବର୍ଷ ଲିଜରେ ଦେବାକୁୂ ରାଜପାକ୍ଷେ ସରକାର ବାଧ୍ୟ ହୋଇଥିଲେ । ଇସ୍ତଫା ଦେବା ପରେ ଜନତାଙ୍କ ପାଇଁ ସବୁ କିଛି ବଳିଦାନ ଦେବା ପାଇଁ ପ୍ରସ୍ତୁତ ଅଛି ବୋଲି ସେ କହିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!