Friday, July 10, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସ୍ନାନ ପୂର୍ଣ୍ଣିମା ନୀତି ସମ୍ପର୍କରେ ଏପର୍ଯ୍ୟନ୍ତ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯ଼ାଇନାହିଁ : ପୁରୀ ଜିଲ୍ଲାପାଳ

by ସଞ୍ଜୟ ସ୍ୱାଇଁ
May 31, 2021
in State
ଶ୍ରୀମନ୍ଦିରରେ ଦିନକରେ ୨ ଥର ବଡ଼ ମହାସ୍ନାନ
48
VIEWS
Share on FacebookShare on Twitter

ଭୁବନେଶ୍ବର ,(ବାଘୁଆବାର୍ତ୍ତା): ପୁରୀରେ ଦେବସ୍ନାନ ପୂର୍ଣ୍ଣିମା ନୀତି ଆୟୋଜନ ନେଇ ଏ ପର୍ଯ୍ୟନ୍ତ କୌଣସି ଚୂଡ଼ାନ୍ତ ନିଷ୍ପତ୍ତି ନିଆଯ଼ାଇନାହିଁ । ତେବେ ଏ ନେଇ ସେବାୟତ ଓ ଅନ୍ୟପକ୍ଷମାନଙ୍କ ସହ ଆଲୋଚନା ଚାଲିଛି ବୋଲି ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା କହିଛନ୍ତି । ଗଣମାଧ୍ୟମକୁ ସେ କହିଛନ୍ତି ଯ଼େ ଦେବସ୍ନାନ ପୂର୍ଣ୍ଣିମା ଆୟୋଜନ ଲାଗି ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯ଼ାଇଛି । ସେଥିରେ ସ୍ନାନ ପୂର୍ଣ୍ଣିମା ନୀତି ସହ ଜଡ଼ିତ ସେବାୟତମାନେ ଯ଼ୋଗ ଦେଇଥିଲେ । କୋଭିଡ୍ ଗାଇଡଲାଇନ ସହ କିପରି ଏହା ଆୟୋଜନ ହେବ ସେ ନେଇ ବୈଠକରେ ଆଲୋଚନା ହୋଇଥିଲା । ସେବାୟତମାନେ ମଧ୍ୟ ବିଭିନ୍ନ ପ୍ରସ୍ତାବ ଦେଇଥିଲେ । ମାତ୍ର ଏ ସମ୍ପର୍କରେ ଚୂଡ଼ାନ୍ତ ନିଷ୍ପତ୍ତି ଏପର୍ଯ୍ୟନ୍ତ ନିଆଯ଼ାଇନାହିଁ । ତେବେ ଖୁବଶୀଘ୍ର ଏ ସମ୍ପର୍କରେ ନିଷ୍ପତ୍ତି ନିଆଯ଼ିବ ବୋଲି ସେ କହିଛନ୍ତି । ଚଳିତ ବର୍ଷ ଜୁନ ୨୪ ତାରିଖରେ ସ୍ନାନ ପୂର୍ଣ୍ଣିମା ପଡ଼ୁଛି । ଗତ ବର୍ଷ କୋଭିଡ କଟକଣା ପାଇଁ ବିନା ଶ୍ରଦ୍ଧାଳୁରେ ସ୍ନାନ ଯ଼ାତ୍ରା ନୀତି ଆୟୋଜନ କରାଯ଼ାଇଥିଲା ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!