Saturday, June 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆସନ୍ତା ୧୮ରୁ ଯୁକ୍ତ ଦୁଇ ଫର୍ମ ପୂରଣ ଆରମ୍ଭ

by ସଞ୍ଜୟ ସ୍ୱାଇଁ
September 12, 2024
in Education, State
ଆସନ୍ତା ୧୮ରୁ ଯୁକ୍ତ ଦୁଇ ଫର୍ମ ପୂରଣ ଆରମ୍ଭ
97
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ଯୁକ୍ତ ଦୁଇ ଫର୍ମ ଫିଲଅପ୍ ପାଇଁ ଆସିଲା ତାରିଖ। ଆସନ୍ତା ୧୮ରୁ ଆରମ୍ଭ ହେବ ଯୁକ୍ତ ଦୁଇ ଫର୍ମ ପୂରଣ। ୧୮ ସେପ୍ଟେମ୍ବରରୁ ୧ ଅକ୍ଟୋବର ଯାଏଁ ଚାଲିବ ଫର୍ମ ପୂରଣ। ଯେଉଁମାନେ ଏହି ତାରିଖରେ ଫର୍ମ ପୂରଣ କରିପାରିବେ ନାହିଁ ସେମାନେ ଅକ୍ଟୋବର ୪ରୁ ୧୪ ଯାଏଁ ୨୦୦ ଟଙ୍କା ଜୋରିମାନାରେ ଫର୍ମପୂରଣ କରିପାରିବେ। ସେହିପରି ୬୦୦ ଟଙ୍କା ଜୋରିମାନାରେ ନଭେମ୍ବର ୧୧ ରୁ ୧୮ ଯାଏଁ ଫର୍ମପୂରଣ କରିହେବ। ୨୦୨୫ ବାର୍ଷିକ ପରୀକ୍ଷା ପାଇଁ ହେବ ଫର୍ମ ଫିଲଅପ୍। କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ପାଇଁ ଫର୍ମପୂରଣ କରାଯିବ। ସମସ୍ତ ରେଗୁଲାର ଓ ଏକ୍ସ ରେଗୁଲାର ଛାତ୍ରଛାତ୍ରୀ କରିବେ ଫର୍ମ ପୂରଣ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପିରଷଦ ପକ୍ଷରୁ ସୂଚନା ଦିଆଯାଇଛି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!