Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ବସ ସେବା, ମିଳିବ ୫୦ ପ୍ରତିଶତ ରିହାତି

by ସଞ୍ଜୟ ସ୍ୱାଇଁ
May 8, 2025
in State
ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ବସ ସେବା, ମିଳିବ ୫୦ ପ୍ରତିଶତ ରିହାତି
164
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଯାତ୍ରୀଙ୍କ ଯାତାୟତର ସୁବିଧା ପାଇଁ ରାଜ୍ୟରେ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ବସ ସେବା। ମୁଖ୍ୟମନ୍ତ୍ରୀ ବସ ସେବାରେ ମହିଳା, ଟ୍ରାନ୍ସ ଜେଣ୍ଡରଙ୍କୁ ୫୦ ପ୍ରତିଶତ ରିହାତି ମିଳିବ। ଏହାସହ ଛାତ୍ର ଭିନ୍ନକ୍ଷମ, ବରିଷ୍ଠ ନାଗରିକଙ୍କୁ ମଧ୍ୟ ମିଳିବ ୫୦ ପ୍ରତିଶତ ରିହାତି ମିଳିବାର ସୁବଧା ରହିଛି। ଏହି ପ୍ରସ୍ତାବ ସମେତ ୫ଟି ବିଭାଗର ୮ଟି ପ୍ରସ୍ତାବକୁ କ୍ୟାବିନେଟରେ ମଞ୍ଜୁରୀ ମିଳିଛି। କ୍ୟାବିନେଟ ବୈଠକରେ ବିପର୍ଯ୍ୟୟ ପ୍ରତିରୋଧକ ସଡ଼କ ନାଁରେ ନୂତନ ଯୋଜନାକୁ ମଞ୍ଜୁରୀ ମିଳିଛି। ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାକୁ ମଧ୍ୟ କ୍ୟାବିନେଟରେ ମଞ୍ଜୁରୀ ମିଳିଛି। ଏହି ଯୋଜନାରେ ଏକ ହଜାର କୋଟି ବ୍ୟୟରେ ୫୦୦ କିଲୋମିଟର ନୂତନ ରାସ୍ତା ନିର୍ମାଣ ହେବ। ନିର୍ବାଚନ ମଣ୍ଡଳିରେ ଥିବା ସଡ଼କ ନିର୍ମାଣ ଓ ମରାମତି ଏବଂ ନିର୍ବାଚନମଣ୍ଡଳି ଅର୍ଥ ବ୍ୟବସ୍ଥା ନାଁରେ ନୂତନ ଯୋଜନାକୁ ମଞ୍ଜୁରୀ ମିଳିଛି। ପ୍ରାଣୀ ଚିକିତ୍ସା ବୈଷୟିକ ସେବା ନିୟମ ଏବଂ ପ୍ରାଣୀ ଚିକିତ୍ସା ବୈଷୟିକ ସେବା କ୍ୟାଡରରେ ୧୧୩ ନୂତନ ପଦବୀ ସୃଷ୍ଟି କରିବା ପ୍ରସ୍ତାବକୁ ମଧ୍ୟ ମଞ୍ଜୁରୀ ମିଳିଛି। ସେହିପରି ଫ୍ୟାମିଲ ପେନସନ ବ୍ୟାବସ୍ଥା ପୂର୍ବରୁ ଅବିବାହିତ ଝିଅଙ୍କ ପାଇଁ ଥିଲା। ଏବେ ଏଥିରେ ସଂଶୋଧନ କରାଯାଇଛି। ଯଦି ଦିବ୍ୟାଙ୍ଗ ଝିଅ ହୋଇଥିବେ, ତାଙ୍କର ବାହାଘର ସରିଛି, ତଥାପି ପେନସନ ପାଇପାରିବେ। କେବଳ ପରିବାରର ଆୟ ୫ଲକ୍ଷରୁ କମ ଥିବ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!