Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କଲେଜରେ ପୁଣି ହେବ ଛାତ୍ର ସଂସଦ ନିର୍ବାଚନ

by ସଞ୍ଜୟ ସ୍ୱାଇଁ
December 26, 2024
in Nayagarh, State
କଲେଜରେ ପୁଣି ହେବ ଛାତ୍ର ସଂସଦ ନିର୍ବାଚନ
121
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): ଆସନ୍ତା ଶିକ୍ଷା ବର୍ଷରେ ଅନୁଷ୍ଠିତ ହେବ କଲେଜ ଛାତ୍ର ସଂସଦ ନିର୍ବାଚନ । ଏନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ‘ଛାତ୍ର ନିର୍ବାଚନ ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ଛାତ୍ର ସଂସଦ ନିର୍ବାଚନ କେବେ ବନ୍ଦ ହେବ ନାହିଁ। କିଛି ହୀନ ଚକ୍ରାନ୍ତ କରି ୨୦୧୮ରୁ ଛାତ୍ର ନିର୍ବାଚନ ବନ୍ଦ କରିଥିଲେ। ତାହାର କାରଣ ବର୍ତ୍ତମାନ ସୁଦ୍ଧା ଜଣାପଡିନାହିଁ। ହେଲେ ପୂର୍ବ ଭଳି କଲେଜ ଏବଂ ବିଶ୍ବ ବିଦ୍ୟାଳୟ ଗୁଡ଼ିକରେ ନିର୍ବାଚନ ଅନୁଷ୍ଠିତ ହେବ। ସେହିପରି ABVP ଅଧିବେଶନରେ ମଞ୍ଚରୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ । ରାଷ୍ଟ୍ର ପୁନଃ ନିର୍ମାଣ ପାଇଁ ଛାତ୍ରଛାତ୍ରୀମାନେ ଏକାଠି ହୁଅନ୍ତି। ବିକଶିତ ଓଡ଼ିଶା ଗଠନ ପାଇଁ ଯୁବ ଶକ୍ତି ସଂଗଠିତ ହୁଅନ୍ତୁ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!