Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପଞ୍ଚାୟତ ନିର୍ବାଚନ ବିଳମ୍ବ ହୋଇପାରେ

by ସଞ୍ଜୟ ସ୍ୱାଇଁ
June 22, 2021
in State
ପଞ୍ଚାୟତ ନିର୍ବାଚନ ବିଳମ୍ବ ହୋଇପାରେ
481
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ବିଳମ୍ବ ହୋଇପାରେ ରାଜ୍ୟରେ ପଞ୍ଚାୟତ ନିର୍ବାଚନ। ପଞ୍ଚାୟତ ପ୍ରତିନିଧିଙ୍କ କାର୍ୟ୍ୟକାଳ ୧୦ ମାର୍ଚ୍ଚ ୨୦୨୨ରେ ଶେଷ ହେବ। ରାଜ୍ୟ ସରକାର ତାଙ୍କ କାମ ଶେଷ କରିନଥିବାରୁ ବିଳମ୍ବ ହୋଇପାରେ ବୋଲି ରାଜ୍ୟ ନିର୍ବାଚନ କମିଶନଙ୍କ ସଚିବ ସୂଚନା ଦେଇଛନ୍ତି। ନିର୍ବାଚନ ପୂର୍ବରୁ ସୀମା ପୁନଃ ନିର୍ଦ୍ଧାରଣ ଓ ସଂରକ୍ଷଣ କାମ ସରିବା କଥା। ଏ ଦୁଇଟି କାମ ସାରିବାକୁ ରାଜ୍ୟ ସରକାରଙ୍କୁ ଆମେ ଚିଠି କରିଛୁ। ଏ ଦୁଇଟି କାର୍ୟ୍ୟ ସରିଲେ କମିଶନ ନିର୍ବାଚନ ପାଇଁ ପଦକ୍ଷେପ ନେବେ। ଏଯାଏ ସୀମା ପୁନଃ ନିର୍ଦ୍ଧାରଣ, ସଂରକ୍ଷଣ କାର୍ୟ୍ୟ କରାଯାଇନାହିଁ। ସେ ଦୃଷ୍ଟିରୁ ରାଜ୍ୟରେ ପଞ୍ଚାୟତ ନିର୍ବାଚନ ବିଳମ୍ବ ହେବା ସମ୍ଭାବନା ଥିବା ଜଣାପଡ଼ୁଛି ବୋଲି ସେ କହିଛନ୍ତି। ରାଜ୍ୟ ନିର୍ବାଚନ କମିଶନ ଚିଠି ଲେଖିବା ପରେ ମଧ୍ୟ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପ୍ରକ୍ରିୟା ସାରୁନାହାନ୍ତି ରାଜ୍ୟ ସରକାର। ମାର୍ଚ୍ଚ ୧୦ ତାରିଖରେ ରାଜ୍ୟ ନିର୍ବାଚନ କମିଶନ ପଂଚାୟତିରାଜ ବିଭାଗକୁ ଲେଖିଥିବା ଚିଠିରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଲାଗି ଓ୍ୱାର୍ଡ ସୀମାପୁନନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପ୍ରକ୍ରିୟା ଗତ ଏପ୍ରିଲ୍ ୩୦ ତାରିଖ ସୁଦ୍ଧା ସାରିବାକୁ କୁହାଯାଇଥିଲା।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!