Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜ୍ୟ ସ୍ତରୀୟ ଫୋଟ ପ୍ରଦର୍ଶନୀରେ ବାଲିଗୁଡ଼ାର ଷ୍ଟୁଡିଓ ବୁଲୁ ସମ୍ମାନିତ

by ସଞ୍ଜୟ ସ୍ୱାଇଁ
May 3, 2025
in State
ରାଜ୍ୟ ସ୍ତରୀୟ ଫୋଟ ପ୍ରଦର୍ଶନୀରେ ବାଲିଗୁଡ଼ାର ଷ୍ଟୁଡିଓ ବୁଲୁ ସମ୍ମାନିତ
43
VIEWS
Share on FacebookShare on Twitter

କନ୍ଧମାଳ, (ବାଘୁଆ ବାର୍ତ୍ତା): ଫଟୋ ସ୍ମୃତିଚାରଣର ପ୍ରତିଚ୍ଛବି । ଭାବାବେଗ, ସୃଜନଶୀଳତା ଏବଂ ନୂତନ କଳ୍ପନାର ପ୍ରତୀକ । ଏହି ବାର୍ତ୍ତାକୁ ବାଣ୍ଟିବା ଉଦ୍ଦେଶ୍ୟରେ ଭୁବନେଶ୍ୱର ସ୍ଥିତ ଜୟଦେବ ଭବନ ଠାରେ ‘ବିଶ୍ୱ ପ୍ରେସ ଦିବସ’ ଅବସରରେ ଆୟୋଜିତ ହୋଇଯାଇଛି ଦୁଇଦିନିଆ ରାଜ୍ୟ ସ୍ତରୀୟ ଫଟୋ ପ୍ରଦର୍ଶନୀ – ୨୦୨୫। ଭୁବନେଶ୍ୱର ସାମ୍ବାଦିକ ସଂଘ ପକ୍ଷରୁ ଆୟୋଜିତ ଏହି ଫଟୋ ପ୍ରଦର୍ଶନୀକୁ ବରିଷ୍ଠ ବିଜେପି ନେତା ଜଗନ୍ନାଥ ପ୍ରଧାନ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଉଦଘାଟନ କରିଥିଲେ ।

କାର୍ଯ୍ୟକ୍ରମର କଥାବସ୍ତୁ ରହିଥିଲା “ପ୍ରେସ୍ ଫର୍ ଦ ପ୍ଲାନେଟ୍” । ପରିବେଶ ସଚେତନତା ଏବଂ ସ୍ଥାୟୀତାକୁ ପ୍ରୋତ୍ସାହିତ କରିବାରେ ଏକ ମୁକ୍ତ ପ୍ରେସର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି । ଆକର୍ଷଣୀୟ ଫଟୋଚିତ୍ର ମାଧ୍ୟମରେ ଏହି ପ୍ରଦର୍ଶନୀରେ ପ୍ରେସ୍ ସ୍ୱାଧୀନତା ଏବଂ ଧରାପୃଷ୍ଠର ସୁରକ୍ଷା ଉପରେ ମହତ ବାର୍ତ୍ତା ଦିଆଯାଇଥିଲା ।ଏହି ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡାର ସୁରେନ୍ଦ୍ର କୁମାର ବେହେରା (ବୁଲୁ ) ଏଥିରେ ଅଂଶ ଗ୍ରହଣ କରି ୫ ଟି ଫଟୋ ରୁ ୪ ଟି ଫଟୋ ସ୍ଥାନ ପାଇ ଅତିଥି ମାନଙ୍କ ଠାରୁ ମାନପତ୍ର ଓ ଟ୍ରଫି ଗ୍ରହଣ କରିଛନ୍ତି I ସମଗ୍ର କନ୍ଧମାଳ ଜିଲା ରୁ ସୁରେନ୍ଦ୍ର ଜଣେ ମାତ୍ର ସମ୍ମାନିତ ହୋଇଥିବାରୁ ଜିଲ୍ଲା ପାଇଁ ଗୌରବ ଆଣିପାରି ଛନ୍ତି l ଏ ନେଇ ସବୁ ମହଲ ରୁ ଶୁଭେଚ୍ଛା ର ସୁଅ ଛୁଟିବାରେ ଲାଗିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!