Tuesday, April 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୧୦ ଘଣ୍ଟିଆ ଭାରତ ବନ୍ଦ ଡାକରାରେ ଜନଜୀବନ ପ୍ରଭାବିତ, ଷ୍ଟେସନରେ ଘଣ୍ଟା ଘଣ୍ଟା ଧରି ଅଟକି ରହିଛି ଟ୍ରେନ୍

by ସଞ୍ଜୟ ସ୍ୱାଇଁ
September 27, 2021
in State
୧୦ ଘଣ୍ଟିଆ ଭାରତ ବନ୍ଦ ଡାକରାରେ ଜନଜୀବନ ପ୍ରଭାବିତ, ଷ୍ଟେସନରେ ଘଣ୍ଟା ଘଣ୍ଟା ଧରି ଅଟକି ରହିଛି ଟ୍ରେନ୍
47
VIEWS
Share on FacebookShare on Twitter

ବାଲେଶ୍ୱର, (ବାଘୁଆବାର୍ତ୍ତା): କେନ୍ଦ୍ର ସରକାରଙ୍କ ନୂତନ କୃଷି ଆଇନ ପ୍ରତ୍ୟାହାର ଦାବିରେ ଅଖିଳ ଭାରତ ସଂଯୁକ୍ତ କିଶାନ ମୋର୍ଚ୍ଚା ତରଫରୁ ଭାରତ ବନ୍ଦ ଡାକରା । ସମଗ୍ର ଦେଶରେ ୧୦ ଘଣ୍ଟିଆ ଭାରତ ବନ୍ଦ ଡାକରା ଦିଆଯାଇଥିବା ବେଳେ ଅନୁରୂପ ଭାବେ ବାଲେଶ୍ୱରରେ ବନ୍ଦ ଯୋଗୁଁ ସାଧାରଣ ଜନଜୀବନ ବେଶ ପ୍ରଭାବିତ ହୋଇଥିବା ନଜର ଆସିଛି । ଏହି ପରିପ୍ରେକ୍ଷୀରେ ବାଲେଶ୍ୱରରେ ସକାଳ ୬ଟାରୁ ଶାନ୍ତି ଶୃଙ୍ଖଳାର ସହ ବନ୍ଦ ପାଳନ ଆରମ୍ଭ ହୋଇଥିବା ଦେଖିବାକୁ ମିଳିଛି । ସହରରେ ପ୍ରାୟ ୧୦ଟି କୃଷକ ସଂଗଠନ ସହ କଂଗ୍ରେସ ଆନ୍ଦୋଳନକୁ ସମର୍ଥନ କରି ସକାଳେ ପ୍ରଥମେ ରେଳ ରୋକ କରିଥିଲା। ପ୍ରଥମେ ବାଙ୍ଗିରିପୋଷି -ଭୁବନେଶ୍ୱର ଏକ୍ସପ୍ରେସ ଟ୍ରେନ୍‌କୁ ଦୀର୍ଘ ସମୟ ଧରି ବାଲେଶ୍ୱର ଷ୍ଟେସନରେ ଅଟକିବାକୁ ପଡ଼ିଥିଲା । ସେହିଭଳି ଜିଲ୍ଲାର ଅନ୍ୟାନ୍ୟ ଷ୍ଟେସନଗୁଡ଼ିକରେ ମଧ୍ୟ ଏକାଧିକ ଟ୍ରେନ୍ ଅଟକି ରହିଛି । ଫଳରେ ଯାତ୍ରୀମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ।

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026
ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

April 19, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!