Friday, November 13, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଏସ୍‌ଟିଏଫ୍‌ ଚଢ଼ାଉ; ବ୍ରାଉନସୁଗାର ଜବତ, ୨ ଅଟକ

by ସଞ୍ଜୟ ସ୍ୱାଇଁ
February 21, 2021
in Feature News
ଏସ୍‌ଟିଏଫ୍‌ ଚଢ଼ାଉ; ବ୍ରାଉନସୁଗାର ଜବତ, ୨ ଅଟକ
322
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା) : ଆଠଗଡ଼ ଥାନା ରାଧାପତିପୁରସ୍ଥିତ ଏକ ହୋ‌ଟେଲ ଉପରେ ଆଜି ଭୁବନେଶ୍ବରର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଏଫ୍‌) ଟିମ୍‌ ଚଢ଼ାଉ କରି ବ୍ରାଉନସୁଗାର ଜବତ କରିଛି। ଏହି ଘଟଣାରେ ଏସ୍‌ଟିଏଫ୍‌ ଦୁଇ ଜଣଙ୍କୁ ଥାନାରେ ଅଟକ ରଖି ତଦନ୍ତ ଚଳାଇଛନ୍ତି। ସୂଚନା ଅନୁଯାୟୀ, ଆଠଗଡ଼ ରାଧାପୁରସ୍ଥିତ ଏକ ହୋଟେଲରେ ବ୍ରାଉନସୁଗାର କାରବାର ଚାଲିଥିବା ଖବର ମିଳିବା ପରେ ଭୁବନେଶ୍ବରରୁ ଏସ୍‌ଟିଏଫର ଜଣେ ଇନ୍ସପେକ୍ଟରଙ୍କ ସମେତ ୫ ଜଣିଆ ଦଳ ଗତ ସନ୍ଧ୍ୟାରେ ଚଢ଼ାଉ କରିଥିଲେ। ଉକ୍ତ ହୋଟେଲରୁ ବ୍ରାଉନସୁଗାର ଜବତ କରାଯିବା ସହିତ ହୋଟେଲ ମାଲିକ ଓ ସହଯୋଗୀଙ୍କୁ ଧରି ଥାନାକୁ ଅଣାଯାଇଥିଲା।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!