Sunday, May 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମହିଳା ବାସିନ୍ଦା ମାଡ଼ ମାରିଥିବା ଅଭିଯୋଗରେ ସହିଦ ନଗର ଥାନା ଘେରିଲେ ସଫେଇ କର୍ମଚାରୀ

by ସଞ୍ଜୟ ସ୍ୱାଇଁ
May 16, 2022
in State
ମହିଳା ବାସିନ୍ଦା ମାଡ଼ ମାରିଥିବା ଅଭିଯୋଗରେ ସହିଦ ନଗର ଥାନା ଘେରିଲେ ସଫେଇ କର୍ମଚାରୀ
47
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ସହିଦ ନଗର ଥାନା ଘେରିଲେ ବିଏମ୍‌ସି ସଫେଇ କର୍ମଚାରୀ । ମହିଳା ସଫେଇ କର୍ମଚାରୀଙ୍କ ଜଣେ ବାସିନ୍ଦା ପିଟିଥିବା ଅଭିଯୋଗରେ ଥାନା ଘେରାଉ ହୋଇଛି । ଖବର ଅନୁଯାୟୀ, ସୋମବାର ସକାଳ ସମୟରେ ଜଣେ ମହିଳା ସଫେଇ କର୍ମଚାରୀ ୩୧ ନମ୍ବର ୱାର୍ଡରେ ନିଜର କାର୍ୟ୍ୟ କରୁଥିଲେ । ଠିକ୍‌ ଏହି ସମୟରେ ସେଠାକାର ଜଣେ ବାସିନ୍ଦା ମହିଳା କର୍ମଚାରୀଙ୍କ ଉପରକୁ ଅଳିଆ ପକାଇଥିଲେ । ମହିଳା ସଫେଇ କର୍ମଚାରୀ ଜଣଙ୍କ ଉପରୁ ମଇଳା ନଫୋଫାଡି ତଳେ ରଖିବାକୁ କହିଥିଲେ । ଏଥିରେ ଉତକ୍ଷିପ୍ତ ହୋଇ ସେଠାକାର ମହିଳା ବାସିନ୍ଦା ଜଣଙ୍କ ମାଡ ମାରିଥିବା ଅଭିଯୋଗ ହେଇଛି । ଏହି ଘଟଣା ପରେ ସମସ୍ତ ସଫେଇ ମହିଳା କର୍ମଚାରୀ ସହଦିନଗର ଥାନା ଘେରାଉ କରିଛନ୍ତି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!