Monday, November 17, 2025
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଠକିଦେଲା କେନ୍ଦ୍ର, ୯ ବର୍ଷ ହେଲା ଆଗକୁ ବଢୁନି ଜୟପୁର-ନବରଙ୍ଗପୁର ରେଳ ପ୍ରକଳ୍ପ କାମ

by ସଞ୍ଜୟ ସ୍ୱାଇଁ
April 15, 2025
in State
ଠକିଦେଲା କେନ୍ଦ୍ର, ୯ ବର୍ଷ ହେଲା ଆଗକୁ ବଢୁନି ଜୟପୁର-ନବରଙ୍ଗପୁର ରେଳ ପ୍ରକଳ୍ପ କାମ
41
VIEWS
Share on FacebookShare on Twitter

ଜୟପୁର, (ବାଘୁଆବାର୍ତ୍ତା): ଆଶା ଦେଖାଇ ଠକିଦେଲା କେନ୍ଦ୍ର । ଡବଲ ଇଞ୍ଜିନ ସରକାର ବି ଫେଲ୍ । ୯ ବର୍ଷ ହେଲା ଆଗକୁ ବଢୁନି ଜୟପୁର-ନବରଙ୍ଗପୁର ରେଳ ପ୍ରକଳ୍ପ । ପୂର୍ବ ସରକାର ଜମି ଦେବାକୁ ଘୋଷଣା କରିବା ସହିତ ଜମି ଅଧିଗ୍ରହଣ କାମ ବି ଆରମ୍ଭ କରିଥିଲେ । କିନ୍ତୁ ସରକାର ବଦଳିବା ପରେ ଜମି ଅଧିଗ୍ରହଣ କରିବାରେ ଫେଲ୍ ମାରିଛି । ନିର୍ବାଚନ ବେଳେ ବଡ଼ ବଡ଼ ପ୍ରତିଶ୍ରୁତି ଦେଇଥିବା ବିଜେପି ସରକାର ଧୋକ୍କା ଦେଇଥିବା ଅଭିଯୋଗ କରିଛନ୍ତି ଅଞ୍ଚଳବାସୀ । କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ କୋରାପୁଟ ଜିଲ୍ଲା ଗ୍ରସ୍ତ ବେଳେ ରେଳ ପ୍ରକଳ୍ପ ପାଇଁ ପ୍ରତିଶ୍ରୁତି ଦେଇଥିଲେ । ହେଲେ କେବଳ ପ୍ରତିଶ୍ରୁତିରେ ଅଟକି ରହିଛି ଅଗ୍ରଗତି । ପ୍ରକଳ୍ପ ପାଇଁ କେନ୍ଦ୍ର ସରକାରଙ୍କ ଆନ୍ତରିକତା ନଥିବା ଅଭଯୋଗ କରିଛନ୍ତି ଜୟପୁର ବିଧାୟକ । କିଛି କାମ ନକରି କେବଳ ଲୋକଙ୍କୁ ଭ୍ରମିତ କରିଛନ୍ତି ଡବଲ ଇଞ୍ଜିନ ସରକାର । ଜୟପୁର ନବରଙ୍ଗପୁର ରେଳ ପ୍ରକଳ୍ପ ପାଇଁ ଅଧିଗ୍ରହଣ ଅଧିକାରୀ କିପରି କାମ କରୁଛନ୍ତି ତାହା ଜଣା ପଡୁନାହିଁ ବୋଲି କହିଛନ୍ତି ବିଧାୟକ । ସେପଟେ କୋରାପୁଟ ସାଂସଦ କହିଛନ୍ତି, ବାରମ୍ବାର ସଂସଦରେ ପ୍ରଶ୍ନ କରିଥିଲେ ସୁଦ୍ଧା କୌଣସି ଉତ୍ତର ମିଳୁନାହିଁ । ସେପଟେ ଜମି ଅଧିଗ୍ରହଣବେଳେ ଜମିର ମୁଲ୍ୟକୁ ନେଇ ସମସ୍ଯା ଉଠିଥିବାରୁ ଏହାର ବେଞ୍ଚମାର୍କ ମୁଲ୍ୟ ବୃଦ୍ଧି ପାଇଁ ସରକାରଙ୍କୁ ପ୍ରସ୍ତାବ ଦିଆଯାଇଥିବା କହିଛନ୍ତି ଜିଲ୍ଲାପାଳ ।

ବାଲେଶ୍ୱରର ତାତି ନୟାଗଡରେ

ବାଲେଶ୍ୱରର ତାତି ନୟାଗଡରେ

August 29, 2025
ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

August 29, 2025
ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

July 12, 2025
ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

July 1, 2025
ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

July 1, 2025

© 2025 Baghuabarta. Designed & Developed by WHI Digital Pvt. Ltd.

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!