Thursday, April 30, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପଞ୍ଚାୟତ ଉପନିର୍ବାଚନ ସ୍ଥଗିତ

by ସଞ୍ଜୟ ସ୍ୱାଇଁ
May 21, 2025
in State
ପଞ୍ଚାୟତ ଉପନିର୍ବାଚନ ସ୍ଥଗିତ
127
VIEWS
Share on FacebookShare on Twitter

ଭୁବନେଶ୍ଵର, (ବାଘୁଆବାର୍ତ୍ତା): ସ୍ଥଗିତ ରହିଲା ପଞ୍ଚାୟତ ଉପନିର୍ବାଚନ । ସହଳ ମୌସୁମୀ ପାଇଁ ପଞ୍ଚାୟତ ଉପନିର୍ବାଚନ ସ୍ଥଗିତ ରହିଥିବା ସୂଚନା ଦେଲେ ରାଜ୍ୟ ନିର୍ବାଚନ କମିସନଙ୍କ ସଚିବ ସନ୍ତୋଷ କୁମାର ଦାଶ । ଆସନ୍ତା ଜୁନ୍ ୨୩ ତାରିଖରେ ହୋଇଥା’ନ୍ତା ପଞ୍ଚାୟତ ଉପନିର୍ବାଚନ । ଏନେଇ ରାଜ୍ୟ ନିର୍ବାଚନ କମିସନ ତରଫରୁ ମଧ୍ୟ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ୨୦ ଜିଲ୍ଲାର ୪୩ ସରପଞ୍ଚ, ୨୧ ଜିଲ୍ଲାର ୪୦ ପଞ୍ଚାୟତ ସମିତି ଓ ୨୨ ଜିଲ୍ଲାର ୨୭୨ ୱାର୍ଡ ସଭ୍ୟ ପାଇଁ ଉପନିର୍ବାଚନ ହୋଇଥା’ନ୍ତା । ଏପରିକି ଆସନ୍ତାକାଲି ସକାଳ ୧୦ଟାରେ ବ୍ଳକ, ପଞ୍ଚାୟତ ଓ ନିର୍ଦ୍ଦିଷ୍ଟ ୱାର୍ଡରେ ନୋଟିସ୍ ଜାରି କରାଯାଇଥା’ନ୍ତା । ତେବେ ଜାରି ହୋଇଥିବା ବିଜ୍ଞପ୍ତି ରଦ୍ଦ କରାଯାଇଛି ଏବଂ ପରବର୍ତ୍ତୀ ସମୟରେ ଆଉ ଥରେ ତାରିଖ ଘୋଷଣା କରାଯିବ । ଏନେଇ ରାଜ୍ୟ ନିର୍ବାଚନ କମିସନ ତରଫରୁ ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ କମିସନଙ୍କ ସଚିବ ସନ୍ତୋଷ କୁମାର ଦାଶ ।

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୯ତମ ଜୟନ୍ତି ସମାରୋହ:ଏ ଜାତିର କର୍ଣ୍ଣଧାର ଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୯ତମ ଜୟନ୍ତି ସମାରୋହ:ଏ ଜାତିର କର୍ଣ୍ଣଧାର ଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ

April 29, 2026
ଉତ୍କଳ ସାମ୍ବାଦିକ ସଂଘ:ସାମ୍ବାଦିକ ମାନଙ୍କ ୫ଦଫା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର

ଉତ୍କଳ ସାମ୍ବାଦିକ ସଂଘ:ସାମ୍ବାଦିକ ମାନଙ୍କ ୫ଦଫା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର

April 29, 2026
ବୟସ୍କ ବ୍ୟକ୍ତିଙ୍କୁ ଧକ୍କା ଦେଲା ପୋଲିସ ଗାଡ଼ି:ବୟସ୍କ ବ୍ୟକ୍ତି ମୃତ

ବୟସ୍କ ବ୍ୟକ୍ତିଙ୍କୁ ଧକ୍କା ଦେଲା ପୋଲିସ ଗାଡ଼ି:ବୟସ୍କ ବ୍ୟକ୍ତି ମୃତ

April 29, 2026
ନୟାଗଡ଼ ପଞ୍ଚାୟତ ସମିତି ଦ୍ବାଦଶ ସାଧାରଣ ବୈଠକ ଅନୁଷ୍ଠିତ: ଗୁରୁତ୍ୱପୂର୍ଣ୍ଣ ବିଭାଗର କର୍ମଚାରୀ ଅନୁପସ୍ଥିତକୁ ନେଇ ଗୃହରେ ଉଦବେଗ

ନୟାଗଡ଼ ପଞ୍ଚାୟତ ସମିତି ଦ୍ବାଦଶ ସାଧାରଣ ବୈଠକ ଅନୁଷ୍ଠିତ: ଗୁରୁତ୍ୱପୂର୍ଣ୍ଣ ବିଭାଗର କର୍ମଚାରୀ ଅନୁପସ୍ଥିତକୁ ନେଇ ଗୃହରେ ଉଦବେଗ

April 29, 2026
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା

April 28, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!