Wednesday, July 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅନିୟମିତତାରେ ଲିପ୍ତ ଥିବା କର୍ମଚାରୀଙ୍କ ବିରୋଧରେ ଦୃଢ କାର୍ୟ୍ୟାନୁଷ୍ଠାନ ନିମନ୍ତେ ଦାବି ଓ ଗଣ ଧାରଣା

by ସଞ୍ଜୟ ସ୍ୱାଇଁ
October 9, 2021
in State
ଅନିୟମିତତାରେ ଲିପ୍ତ ଥିବା କର୍ମଚାରୀଙ୍କ ବିରୋଧରେ ଦୃଢ କାର୍ୟ୍ୟାନୁଷ୍ଠାନ ନିମନ୍ତେ ଦାବି ଓ ଗଣ ଧାରଣା
100
VIEWS
Share on FacebookShare on Twitter

ଭଦ୍ରକ, (ବାଘୁଆବାର୍ତ୍ତା): ଜିଲ୍ଲାର ଧାମନଗର ବ୍ଲକ, ଗୋବିନ୍ଦପୁର ଗ୍ରାମପଞ୍ଚାୟତର ବରଗଡା ସେବା ସମବାୟ ସମିତିର ସଂପାଦକ ଓ ସହକର୍ମୀମାନଙ୍କ ଦ୍ୱାରା ହୋଇଥିବା ଅନିୟମିତତାରେ ଲିପ୍ତ ଥିବା କର୍ମଚାରୀଙ୍କ ବିରୋଧରେ ଦୃଢ କାର୍ୟ୍ୟାନୁଷ୍ଠାନ ନିମନ୍ତେ ଦାବି ଓ ଗଣ ଧାରଣା । ଗୋବିନ୍ଦପୁର ଗ୍ରାମ ପଞ୍ଚାୟତର ୭ଟି ରାଜସ୍ୱ ଗ୍ରାମର ଚାଷୀ ମାନେ ନ୍ୟାୟ ପାଇଁ ସମବାୟ ସମିତି ସମ୍ମୁଖରେ ଧାରଣାରେ ବସିଛନ୍ତି । ଗୋବିନ୍ଦପୁର ଗ୍ରାମପଞ୍ଚାୟତ ର ବରଗଡ଼ା ସେବା ସମବାୟ ସମିତିରେ ପ୍ରାୟ ୧୪ଶହ ଚାଷୀ ବିଭିନ୍ନ ପ୍ରକାର ଋଣ କରିଥିଲେ ମଧ୍ୟ ସେଥିମଧ୍ୟରୁ ଅନେକ ଚାଷୀ କେବେ ବା କୌଣସି ଦିନ ସମବାୟ ସମିତିକୁ ଯାଇ ନାହାଁନ୍ତି କିମ୍ବା କୌଣସି ଋଣ ମଧ୍ୟ କରିନାହାନ୍ତି । ଯେଉଁ ୯୫୦ ଜଣ ଚାଷୀ ଋଣ କରିଛନ୍ତି । ତେବେ ସେମାନଙ୍କ ଅଜାଣତରେ ଋଣରେ ଚଞ୍ଚକତା ହୋଇଥିବା ଅଭିଯୋଗ ହୋଇଥିଲା । ଏହି ଅନିୟମିତତାର ତଦନ୍ତ ସହ କାର୍ୟ୍ୟାନୁଷ୍ଠାନ ପାଇଁ ବାରମ୍ବାର ଦାବି ପରେ ଜିଲ୍ଲା ପ୍ରଶାସନ ପଦକ୍ଷେପ ନେବାକୁ ପ୍ରତିଶୃତି ଦେଇଥିଲେ । ହେଲେ କୌଣିସ ପଦକ୍ଷେପ ନ ନେବାରୁ ଚାଷୀ ମାନେ ଧାରଣା ଦେଇଛନ୍ତି । ଦୁର୍ନିତୀ ନିବାରଣ ଅଧିକାରୀଙ୍କ ମାଧ୍ୟମରେ ତଥା ଜଣେ ମାଜିଷ୍ଟ୍ରେଟ ଅଧିକାରୀଙ୍କ ସହାୟତାରେ ତଦନ୍ତ କରାଇଲେ ତାହାର ସତ୍ୟାସତ୍ୟ ପ୍ରକାଶ ପାଇବା ସଂଗେ ସଂଗେ ବିହିତ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରି ସଂପାଦକ ଓ ସହକର୍ମୀମାନଙ୍କ ବିରୋଧରେ କାର୍ୟ୍ୟାନୁଷ୍ଠାନ ଦାବି କରିଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!