Wednesday, July 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୭ ଦଫା ଦାବି ନେଇ ଜିଲ୍ଲାପାଳଙ୍କ କାର୍ୟ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ ଆଦିବାସୀ

by ସଞ୍ଜୟ ସ୍ୱାଇଁ
October 9, 2021
in State
୭ ଦଫା ଦାବି ନେଇ ଜିଲ୍ଲାପାଳଙ୍କ କାର୍ୟ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ ଆଦିବାସୀ
13
VIEWS
Share on FacebookShare on Twitter

ମୟୂରଭଞ୍ଜ, (ବାଘୁଆବାର୍ତ୍ତା): ଆଦିବାସୀ ସେଙ୍ଗଲ ଅଭିଯାନର ବିଶାଳ ଗଣଧାରଣା । ୭ ଦଫା ଦାବି ନେଇ ଜିଲ୍ଲାପାଳଙ୍କ କାର୍ୟ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ ଆଦିବାସୀମାନେ । ଏହା ସହ ଜିଲ୍ଲା ପ୍ରଶାସନ ଜରିଆରେ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକ ପତ୍ର ମଧ୍ୟ ପ୍ରଦାନ କରାଯାଇଛି । ଆଦିବାସୀ ସେଙ୍ଗଲ ଅଭିଯାନର କର୍ମକର୍ତ୍ତା କରୁଥିବା ଦାବି ଅନୁସାରେ ଭାରତୀୟ ସମ୍ବିଧାନ ଧାରା୨୫-୨୮ ରେ ସାରନା ଧର୍ମକୁ ସ୍ତାନାନ୍ତର କରାଯାଉ।ଧାରା ୩୪୭ ଅନୁସାରେ ସାନ୍ତାଳୀ ଭାଷାକୁ ଝାରଖଣ୍ଡ ରାଜ୍ୟରେ ପ୍ରଥମ ଭାଷା ଭାବେ ମାନ୍ୟତା ପ୍ରଦାନ କରାଯାଉ। ଓଡ଼ିଶାରେ ସାନ୍ତାଳୀ ସାହିତ୍ୟ ଏକାଡେମୀ ଶିଘ୍ର ପ୍ରତିଷ୍ଠା କରାଯାଉ। ଆସାମ ଏବଂ ଆଣ୍ଡାମାନନିକୋବରରେ ରହୁଥିବା ଝାଡଖଣ୍ଡି ଆଦାବାସୀଙ୍କୁ ଏସଟି ତାଲିକାରେ ତୁରନ୍ତ ଅନ୍ତର୍ଭୁକ୍ତ କରାଯାଉ ,ହୋମୁଣ୍ଡା ,ଖଡିଆ ଭାଷାକୁ ସମ୍ବିଧାନର ଅଷ୍ଟମ ପରିଷଦରେ ଅନ୍ତର୍ଭୁକ୍ତ କରାଯାଉ। ଏସିଏସଟି ପ୍ରିଭେନସନ ଧାରାକୁ ଭାରତ ବର୍ଷରେ ତୁରନ୍ତ ପ୍ରଚଳନ କରିବା ଆଦି ୭ ଦଫା ଦାବି ଉପସ୍ଥାପନ କରାଯାଇଥିଲା। ଏହି ବିକ୍ଷୋଭରେ ଓଡ଼ିଶା ପ୍ରଦେଶ ସେଙ୍ଗେଲ ସଭାପତି ନରେନ୍ଦ୍ର ହେମ୍ବ୍ରମ ,କେନ୍ଦ୍ରୀୟ ସେଙ୍ଗେଲ ସଂଯୋଜକ ବୁଢାନ ମାର୍ଣ୍ଡିଙ୍କ ସହ ବହୁ ନେତା କର୍ମୀ ଯୋଗଦେଇଥିଲେ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!