Tuesday, July 14, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପଞ୍ଚାୟତିରାଜ ନିର୍ବାଚନରେ ଆସନ ସଂରକ୍ଷଣରେ ପଛୁଆ ବର୍ଗଙ୍କୁ ଅଣଦେଖାକୁ ନେଇ ୧୨ଘଣ୍ଟିଆ ନୂଆପଡ଼ା ଜିଲ୍ଲା ବନ୍ଦ ଡାକରା

by ସଞ୍ଜୟ ସ୍ୱାଇଁ
October 18, 2021
in State
ପଞ୍ଚାୟତିରାଜ ନିର୍ବାଚନରେ ଆସନ ସଂରକ୍ଷଣରେ ପଛୁଆ ବର୍ଗଙ୍କୁ ଅଣଦେଖାକୁ ନେଇ ୧୨ଘଣ୍ଟିଆ ନୂଆପଡ଼ା ଜିଲ୍ଲା ବନ୍ଦ ଡାକରା
33
VIEWS
Share on FacebookShare on Twitter

ନୂଆପଡ଼ା, (ବାଘୁଆବାର୍ତ୍ତା): ସୋମବାର ୧୨ଘଣ୍ଟିଆ ନୂଆପଡ଼ା ଜିଲ୍ଲା ବନ୍ଦ ଡାକରା ଦିଆଯାଇଛି। ଆସନ୍ତା ପଞ୍ଚାୟତିରାଜ ନିର୍ବାଚନରେ ଆସନ ସଂରକ୍ଷଣରେ ପଛୁଆ ବର୍ଗଙ୍କୁ ଅଣଦେଖାକୁ ନେଇ ଏହି ବିରୋଧ ପ୍ରଦର୍ଶନ କରାଯାଇଛି। ଜିଲ୍ଲା ଓବିସି ମୋର୍ଚ୍ଚା ପକ୍ଷରୁ ଏହି ବନ୍ଦ ପାଳନ କରାଯାଉଛି। ମୋର୍ଚ୍ଚା ପକ୍ଷରୁ ଏନଏନଚ-୩୫୩ଅବରୋଧ କରାଯାଇଛି । ଫଳରେ ରାସ୍ତାର ଦୁଇ ପାର୍ଶ୍ବରେ ଗାଡ଼ି ମୋଟର ଅଟକି ରହିଛି। ଯାତ୍ରୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖିନ ହେଉଛନ୍ତି। ଅତ୍ୟାବଶ୍ୟକ ସେବାକୁ ବାଦ୍ ଦେଲେ ବାକି ସମସ୍ତ ସରକାରୀ ବେସରକାରୀ ଅନୁଷ୍ଠାନ ଓ ଦୋକାନ ବଜାର ବନ୍ଦ ରହିଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!