Sunday, June 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୁନଃନିଯୁକ୍ତି ଦାବିରେ କମ୍ପ୍ୟୁଟର ଶିକ୍ଷକଙ୍କ ଫିନାଇଲ ପିଇ ଆତ୍ମହତ୍ୟା ଉଦ୍ୟମ

by ସଞ୍ଜୟ ସ୍ୱାଇଁ
August 9, 2021
in State
ପୁନଃନିଯୁକ୍ତି ଦାବିରେ କମ୍ପ୍ୟୁଟର ଶିକ୍ଷକଙ୍କ ଫିନାଇଲ ପିଇ ଆତ୍ମହତ୍ୟା ଉଦ୍ୟମ
153
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ଓସେପା କାର୍ୟ୍ୟାଳୟ ସମ୍ମୁଖରେ ଶତାଧିକ କମ୍ପ୍ୟୁଟର ଶିକ୍ଷକଙ୍କ ଧାରଣା। ଛଟେଇ ପରେ ପୁନଃ ନିଯୁକ୍ତି ନ ମିଳିବାରୁ ଧାରଣା କରିଥିଲେ। ତେବେ ଧାରଣାସ୍ଥଳରେ ଜଣେ ମହିଳା ଫିନାଇଲ ପିଇ ଆତ୍ମହତ୍ୟା ଉଦ୍ୟମ କରୁଥିବାବେଳେ ଅନ୍ୟ ଜଣେ ଶିକ୍ଷକ ନିଜ ଶରୀରରେ କିରୋସିନ ଢାଳି ହୋଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ପୋଲିସ ତାଙ୍କୁ ଉଦ୍ଧାର କରୁଥିବାବେଳେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇବା ସହ ପୋଲିସ ଓ ଶିକ୍ଷକଙ୍କୁ ମଧ୍ୟରେ ଧସ୍ତାଧସ୍ତି ହୋଇଥିଲା। ଫଳରେ ଏଥିରେ ପୋଲିସ ମଧ୍ୟ ଆହତ ହୋଇଛନ୍ତି। ଗତ ଦୁଇ ବର୍ଷ ହେଲା ବିନା କାରଣରେ ସରକାର କମ୍ପ୍ୟୁଟର ଶିକ୍ଷକଙ୍କୁ ଛଟେଇ କରିଥିଲେ। କିନ୍ତୁ ମଧ୍ୟ ଆଜି ପର୍ୟ୍ୟନ୍ତ ନିଯୁକ୍ତି ନ ଦେବାରୁ ବାଧ୍ୟ ହୋଇ ଓସେପା କାର୍ୟ୍ୟାଳୟ ସମ୍ମୁଖରେ ଧାରଣା ଦେଇଛନ୍ତି ରାଜ୍ୟର ୪ହଜାର କମ୍ପ୍ୟୁଟର ଶିକ୍ଷକ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!