Saturday, July 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସେବା ସମବାୟ ସମିତିର ମିନି ବ୍ୟାଙ୍କରେ ଜମାକାରୀଙ୍କ ୭୮ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କା ଆତ୍ମସାତ ଘଟଣା ନୀତି ପ୍ରତିବାଦରେ ଗଣଧାରଣା

by ସଞ୍ଜୟ ସ୍ୱାଇଁ
October 22, 2021
in State
ସେବା ସମବାୟ ସମିତିର ମିନି ବ୍ୟାଙ୍କରେ ଜମାକାରୀଙ୍କ ୭୮ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କା  ଆତ୍ମସାତ ଘଟଣା ନୀତି ପ୍ରତିବାଦରେ ଗଣଧାରଣା
92
VIEWS
Share on FacebookShare on Twitter

ସାଲେପୁର, (ବାଘୁଆବାର୍ତ୍ତା): କନ୍ଦରପୁର ସେବା ସମବାୟ ସମିତିର ମିନି ବ୍ୟାଙ୍କରେ ଜମାକାରୀଙ୍କ ୭୮ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କା ଆତ୍ମସାତ ଘଟଣାକୁ ପ୍ରାୟ ଏକ ମାସରୁ ଉର୍ଦ୍ଧ୍ବ ସମୟ ବିତିଲାଣି । ତଦନ୍ତ ନାଁରେ ବ୍ୟାଙ୍କ କର୍ତ୍ତୃପକ୍ଷ ଯେଉଁ ଜମାକାରୀଙ୍କ ଅର୍ଥ ଆତ୍ମସାତ ହୋଇଛି ତାଙ୍କୁ ଅର୍ଥ ପ୍ରଦାନ କରିବାରେ ସମୟ ଗଡ଼ାଇ ଚାଲିଛନ୍ତି । ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଟାଳ ଟୁଳ ନୀତି ପ୍ରତିବାଦରେ କଟକ ସଦର ବିଜେପି କନ୍ଦରପୁର ସେବା ସମବାୟ ସମିତି ଆଗରେ ଜମାକାରୀଙ୍କ ଆତ୍ମସାତ ହୋଇଥବା ଅର୍ଥ ବ୍ୟାଙ୍କ ପ୍ରଦାନ କରିବା ଦାବିରେ ଗଣଧାରଣା ଦେଇଥିଲେ । ଏହି ଧାରଣାରେ କଟକ ସଦର ବିଜେପି ନେତା ଦିଲ୍ଲୀପ ମଲ୍ଲିକ, ରାଜ୍ୟ କୃଷକ ମୋର୍ଚ୍ଚା ଉପ ସଭାପତି ହୃଷିକେଶ ଜେନା, କଟକ ଜିଲ୍ଲା ବିଜେପି ଉପସଭାପତି ଗୋକୁଳ ଚନ୍ଦ୍ର ପ୍ରଧାନ ପ୍ରମୁଖ ଯୋଗ ଦେଇ ରାଜ୍ୟ ସରକାରଙ୍କ ଅପାରଗତା ପାଇଁ ଅର୍ଥ ଆତ୍ମସାତ କରିଥିବା ମୁଖ୍ୟ ଷଡ଼ଯନ୍ତ୍ରକାରୀ ଗିରଫ କରାଯାଉ ନାହିଁ ବୋଲି ଜମାକାରୀ ରାଜରାସ୍ତାରେ । ୭ ଦିନ ଭିତରେ ଜମାକାରୀଙ୍କୁ ଅର୍ଥ ପ୍ରଦାନ କରାନଗଲେ ବିଜେପି ଜମାକାରୀଙ୍କ ସ୍ବାର୍ଥ ପାଇଁ ରାଜରାସ୍ତାରେ ଲଢ଼େଇ କରିବ ବୋଲି ସରକାରଙ୍କୁ ଚେତାବନୀ ଦେଇଛନ୍ତି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!