Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜିଏମ୍‌ ବିଶ୍ୱବିଦ୍ୟାଳୟରେ ରିଆଡମିସନ ଫି ବୃଦ୍ଧିକୁ ନେଇ ଛାତ୍ର ଅଶାନ୍ତି

by ସଞ୍ଜୟ ସ୍ୱାଇଁ
November 6, 2021
in Education, State
ଜିଏମ୍‌ ବିଶ୍ୱବିଦ୍ୟାଳୟରେ ରିଆଡମିସନ ଫି ବୃଦ୍ଧିକୁ ନେଇ ଛାତ୍ର ଅଶାନ୍ତି
41
VIEWS
Share on FacebookShare on Twitter

ସମ୍ବଲପୁର, (ବାଘୁଆବାର୍ତ୍ତା): ରିଆଡମିସନ ଫି ବୃଦ୍ଧିକୁ ନେଇ ଛାତ୍ର ଅଶାନ୍ତି । ସମ୍ବଲପୁର ଜିଏମ୍ ବିଶ୍ବବିଦ୍ୟାଳୟରେ ଦେଖାଦେଇଛି ଛାତ୍ର ଅଶାନ୍ତି । କଲେଜ ପରିସରରେ ଛାତ୍ରଛାତ୍ରୀମାନେ ବିକ୍ଷୋଭ ସହ ଧାରଣାରେ ବସିଛନ୍ତି । ଖବର ଅନୁଯାୟୀ, ଜିଏମ୍‌ ବିଶ୍ୱବିଦ୍ୟାଳୟରେ ରିଆଡମିସନ ଫି ବୃଦ୍ଧିକୁ ନେଇ ଛାତ୍ର ଅଶାନ୍ତି ଦେଖାଦେଇଛି । ଆଜି ଶତାଧିକ ଛାତ୍ରଛାତ୍ରୀ ଧାରଣାରେ ବସିଛନ୍ତି । ପ୍ରତି ବିଷୟରେ ପାଖାପାଖି ୨ ହଜାର ଟଙ୍କା ବୃଦ୍ଧି କରାଯାଇଛି । ଯାହାକୁ ବିରୋଧ କରି କଲେଜ ପରିସରରେ ଛାତ୍ରଛାତ୍ରୀମାନେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଧାରଣାରେ ବସିଛନ୍ତି । ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ଆନ୍ଦୋଳନସ୍ଥଳରେ ପହଞ୍ଚି ଛାତ୍ରଛାତ୍ରୀଙ୍କୁ ବୁଝାସୁଝା କରୁଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!